Odia News Portal
Browsing Tag

nominations for the Sarpanch

ସରପଞ୍ଚ ପଦବୀ ପାଇଁ ନାମାଙ୍କନ ପତ୍ର ଦାଖଲ

ଗଞ୍ଜାମ: ଗଞ୍ଜାମ ବେଗୁନିଆପଡ଼ା ବ୍ଳକର କୁମ୍ଭାରଗାଁ ପଞ୍ଚାୟତରେ ଉପନିର୍ବାଚନ ବିଗୁଲ | ସୋମବାର ଦିନ ନାମାଙ୍କନର ଶେଷ ଦିନ ଥିବା ବେଳେ ନାମାଙ୍କନ ଭରିଥିଲେ ୩ ପ୍ରାର୍ଥୀ । ଆସନ୍ତା ଫେବୃୟାରୀ ୧୧ ରେ ଉକ୍ତ ପଞ୍ଚାୟତ ପାଇଁ ଉପ ନିର୍ବାଚନ ଅନୁଷ୍ଠିତ ହେଵ । ଏହି ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ…