କେନ୍ଦ୍ରାପଡାରେ ଲାଗୁ ହେବ NRC
ଭାରତର ରେଜିଷ୍ଟ୍ରାର ଜେନେରାଲଙ୍କୁ ଚିଠି ଲେଖିଛନ୍ତି ଗୃହ ମନ୍ତ୍ରଣାଳୟ । ଚିଠିରେ କେନ୍ଦ୍ରାପଡାରେ NRC ଲାଗୁ ସମ୍ପର୍କରେ ଉଲ୍ଲେଖ କରାଯାଇଛି । ଏଥିରେ ଚଳିତବର୍ଷ ଜାନୁଆରୀ ୨୧ରେ ଓଡିଶା ହାଇକୋର୍ଟ ଦେଇଥିବା ରାୟ ସମ୍ପର୍କରେ ଉଲ୍ଲେଖ ଅଛି ।
ଏନଆରସି ଲାଗୁ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ…
