ଓଡ଼ିଶାରେ ଲାଗୁ ହେବନି ଏନଆରସି
ଭୁବନେଶ୍ୱର() ଓଡ଼ିଶାରେ ଲାଗୁ ହେବନି ଏନଆରସି । ନାଗରିକତା ସଂଶୋଧନ ବିଲକୁ ନେଇ ସାରା ଦେଶରେ ପ୍ରତିବାଦର ନିଆଁ ଜଳୁଥିବା ବେଳେ ରାଜ୍ୟରେ ମୁସଲମାନଙ୍କୁ ଏନଆରସି ଭୟରୁ ରକ୍ଷାକରିଛନ୍ତି ମୁଖ୍ୟମନ୍ତ୍ରୀ । ନାଗରିକତା ସଂଶୋଧନ ବିଲ(ସିଏବି)କୁ ସମର୍ଥନ କରିବା ପରେ ମୁସଲିମ୍ ସଂପ୍ରଦାୟଙ୍କ ପାଇଁ…
