ସରପଞ୍ଚମାନଙ୍କୁ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର()କରୋନା ପାଇଁ ଶପଥ ନେଇଛନ୍ତି ସରପଞ୍ଚ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସିଂରେ ସରପଞ୍ଚମାନଙ୍କ ଶପଥ ପାଠ କରାଇଛନ୍ତି । ନିଜ ପଞ୍ଚାୟତକୁ କରୋନାକୁ ମୁକ୍ତ ରଖିବାକୁ ପରାମର୍ଶ ଦିଆଯାଇଛି ।
ସେମାନେ ଶପଥ ପାଠ କରିଛନ୍ତି ଯେ ଅନ୍ୟ ରାଜ୍ୟରୁ ଗାଁକୁ ଆସିଥିବା…