ରାଜ୍ୟ ଓବିସି କମିଶନ ପୁର୍ନଗଠନ
ଭୁବନେଶ୍ୱର() ରାଜ୍ୟ ସରକାର ପୁଣିଥରେ ଓବିସି କମିଶନ ପୁର୍ନଗଠନ କରିଛନ୍ତି। କମିଶନ ଅଧ୍ୟକ୍ଷ ଭାବେ ଜଷ୍ଟିସ ରଘୁନାଥ ବିଶ୍ୱାଳଙ୍କୁ ନିଯୁକ୍ତି ମିଳିଛି। ଅଧ୍ୟକ୍ଷଙ୍କ ସହ ୩ ସଦସ୍ୟ ଓ ଜଣେ ସଦସ୍ୟ ସଚିବ ନିଯୁକ୍ତ ମିଳିଛି । କମିଶନର ସଦସ୍ୟ ଭାବେ ପ୍ରଫେସର ନବୀନ ରଥ, ପ୍ରଫେସର ମିତାଲି ଚିନ୍ନାରା…