ଭୁବନେଶ୍ୱର ହେଲା ଖୋଲା ମଳତ୍ୟାଗ ମୁକ୍ତ ସହର
ଭୁବନେଶ୍ୱର() ଭୁବନେଶ୍ୱର ହେଲା ଖୋଲା ମଳତ୍ୟାଗ ମୁକ୍ତ ସହର । ଏନେଇ ରାଜଧାନୀରେ ଏକ ସ୍ୱତନ୍ତ୍ର ଉତ୍ସବରେ ବିଏମ୍ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ଘୋଷଣା କରିଛନ୍ତି।
ସେ କହିଛନ୍ତି ଯେ, ବର୍ତ୍ତମାନ ଭୁବନେଶ୍ୱରରେ ମୋଟ ୧୯୫ଟି ଟଏଲେଟ୍ ରହିଛି। ଏଥିମଧ୍ୟରେ ସୁଲଭ ଶୌଚାଳୟ, ଇ-ଟଏଲେଟ୍,…