Odia News Portal
Browsing Tag

odia actor rabi mishra

ବରିଷ୍ଠ ଅଭିନେତା ରବି ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର: ଓଡିଆ ସିନେ ପ୍ରେମୀଙ୍କ ପାଇଁ ଦୁଃଖଦ ଖବର । ପରଲୋକରେ ବରିଷ୍ଠ ଅଭିନେତା ରବି ମିଶ୍ର । ବୁଧବାର ଦିନ ଅଭିନେତା ରବି ମିଶ୍ରଙ୍କ ପରଲୋକ ହୋଇଯାଇଛି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ଶ୍ରୀ ମିଶ୍ରଙ୍କୁ ୬୪ବର୍ଷ ହୋଇଥିଲା…