କ୍ୟାନ୍ସର ରୋଗରେ ଆକ୍ରାନ୍ତ ଏହି ଓଡିଆ ଅଭିନେତ୍ରୀ
ଓଡ଼ିଆ ଟେଲିଭିଜନ ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ରଙ୍କୁ କ୍ୟାନସର ହୋଇଛି। ସେ ତାଙ୍କ ଫେସବୁକ ପେଜରେ ଏହି ବିଷୟରେ ସୂଚନା ଦେଇଛନ୍ତି। ନିଜର ଫେସବୁକ ପେଜରେ ଦୁଇଟି ଫଟୋ ଶେୟାର କରି ସେ ଲେଖିଛନ୍ତି- “ମୁଁ ବ୍ରେନ୍ (ମସ୍ତିଷ୍କ) ଓ ଲଙ୍ଗ୍ (ଫୁସ୍ଫୁସ୍) କ୍ୟାନସର ସହିତ ଲଢ଼େଇ କରୁଛି। ମୁଁ…