ଆରପାରିରେ ହାସ୍ୟ ଅଭିନେତା ସଲିଲ ମିତ୍ର
ଭୁବନେଶ୍ବର() ହାସ୍ୟ ଅଭିନେତା ସଲିଲ ମିତ୍ରଙ୍କ ଦେହାନ୍ତ ହୋଇଛି । ଯାହାଙ୍କ ଅଭିନୟ ସମସ୍ତଙ୍କୁ ହସାଇ ହସାଇ ବେଦମ୍ କରୁଥିଲା ସେ ଆଜି ସମସ୍ତଙ୍କ ଆଖିରେ ଲୁହ ଭରିଦେଇ ଚାଲିଯାଇଛନ୍ତି। ଗତ ମାସରେ ଦୁର୍ଘଟଣାର ଶିକାର ହୋଇ ଗୁରୁତର ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସିତ…