Odia News Portal
Browsing Tag

odia news

୧୫ରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ୱର: ଆସନ୍ତା ଫେବ୍ରୁଆରୀ ୧୫ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ । ୧୫ ତାରିଖ ସକାଳ ୭ରୁ ଦିନ ୧ଟା ପର୍ଯ୍ୟନ୍ତ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା । ପେଟ୍ରୋଲ ଓ ଡିଜେଲ ଦରରେ ଅହେତୁକ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ ଦଳ । ପିସିସି ସଭାପତି ନିରଞ୍ଜନ…

ରାଜଧାନୀବାସୀଙ୍କୁ ମିଳିବ ସ୍ମାର୍ଟ ଆଡ୍ରେସ୍‌

ଭୁବନେଶ୍ୱର:ରାଜଧାନୀବାସୀଙ୍କୁ ମିଳିବ ଡିଜିଟାଲ୍ ଡୋର୍ ନମ୍ବର|ରାଜଧାନୀବାସୀଙ୍କୁ ସ୍ମାର୍ଟ ଆଡ୍ରେସ୍‌ ଦେବାକୁ ପ୍ରକ୍ରିୟା ଆରମ୍ଭ କରିଛି ବିଏମ୍‌ସି । ଏଥିପାଇଁ ଗତକାଲିଠାରୁ ପରୀକ୍ଷାମୂଳକ ଭାବେ ଡିଜିଟାଲ୍‌ ଡୋର୍‌ ନମ୍ବରିଂ ସର୍ଭେ କାମ ଆରମ୍ଭ ହୋଇ ଯାଇଛି । ସାଧାରଣତଃ ଘର ଠିକଣା…

‘ମନ କି ବାତ୍’ରେ ତ୍ରିରଙ୍ଗାର ଅପମାନ ପ୍ରସଙ୍ଗ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ମନ କି ବାତ୍’ | ୭୩ତମ ମନ୍ କି ବାତ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଜାତୀୟ ପତାକାର ଅପମାନ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି । ମୋଦି କହିଛନ୍ତି କି, ଦେଶବାସୀଙ୍କ ମନରେ ଏହି ଘଟଣା ଗଭୀର ଆଘାତ ପହଞ୍ଚାଇଛି । ଏନେଇ ସେ ବହୁତ ମର୍ମାହତ ଏବଂ…

ମନ୍ତ୍ରୀ ପ୍ରତାପ ଜେନାଙ୍କ ଦ୍ୱାରା କୁସୁପୁର ସେତୁ ଲୋକାର୍ପିତ

କଟକ:ବିରୂପା ନଦୀ ଉପରେ ବାଲିଚନ୍ଦ୍ରପୁର ବଡ଼ଚଣା ରାସ୍ତାକୁ ସଂଯୋଗ କରୁଥିବା ସେତୁକୁ ଉଦଘାଟନ କଲେ ପଞ୍ଚାୟତ ରାଜ ମନ୍ତ୍ରୀ | ମାହାଙ୍ଗା କୁସୁପୁର ବିରୂପା ନଦୀ ଉପରେ ପୂର୍ତ୍ତ ବିଭାଗ ପକ୍ଷରୁ ୧୮ କୋଟି ବ୍ୟୟ ମଞ୍ଜୁରରେ ନିର୍ମିତ ବହୁପ୍ରତିକ୍ଷିତ ୨୭୩.୭୨ମିଟର ଦୂରତା ବିଶିଷ୍ଟ ସେତୁକୁ…

କ୍ରାଇମବ୍ରାଞ୍ଚ ଉପରେ ବିରକ୍ତ ହେଲେ ହାଇକୋର୍ଟ

ଭୁବନେଶ୍ୱର: ମାନବପ୍ରେମୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ଉପରେ ବିରକ୍ତି ପ୍ରକାଶ କରିଛନ୍ତି ହାଇକୋର୍ଟ । ଆଜି ଏହି ମାମଲାରେ ଶୁଣାଣି ଚାଲିଥିବା ବେଳେ କୋର୍ଟଙ୍କ କଡ଼ା ଆଭିମୁଖ୍ୟ ଦେଖିବାକୁ ମିଳିଛି । ସୂଚନାନୁଯାୟୀ, ମାନ୍ୟବର କୋର୍ଟ ବିରକ୍ତ ହେବାର କାରଣ ଏହିକି…

ଇଣ୍ଡୋନେସିଆରେ ଭୟଙ୍କର ଭୂମିକମ୍ପ, ୩ ମୃତ

ଇଣ୍ଡୋନେସିଆ: ଇଣ୍ଡୋନେସିଆରେ ବଡଧରଣର ଭୂମିକମ୍ପ ଅନୁଭୂତ । ତେବେ ଭୂମିକମ୍ପରେ ବର୍ତ୍ତମାନ୍ ସୁଦ୍ଧା ୩ ଜଣ ପ୍ରାଣ ହରାଇଥିବାବେଳେ ଅନେକ ଆହତ ହୋଇଛନ୍ତି । ଶତାଧିକ ଘର ମଧ୍ୟ ଭାଙ୍ଗି ପଡ଼ିଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୬.୨ ଥିଲା । ସୁଲୱାସି ଦ୍ୱୀପରେ ଏହି ଭୂମିକମ୍ପ…

ଜାଣନ୍ତୁ କିପରି ପାଳିତ ହୁଏ ବଉଳ ଅମାବାସ୍ୟା

ଆଜି ବଉଳ ଅମାବାସ୍ୟା।ହିନ୍ଦୁ ପାଞ୍ଜି ଅନୁସାରେ ପୌଷ ମାସ କୃଷ୍ଣପକ୍ଷ ଅନ୍ତିମ ତିଥିରେ ଏହି ଅମାବାସ୍ୟା ପଡେ। ପୌଷମାସ ଅମାବାସ୍ୟା ଦିନଟି ବଉଳ ଅମାବାସ୍ୟା(ବକୁଳ ଲାଗି) ଭାବେ ପାରମ୍ପରିକ ରୀତିରେ ଓଡ଼ିଶାର ଘରେ ଘରେ ପାଳିତ ହୋଇଥାଏ।ସାଧାରଣତଃ ଏହି ସମୟରେ ଆମ୍ବ ଓ ପଣସ ଗଛଗୁଡ଼ିକରେ ବଉଳ ବା…

ଦିଆ ମିର୍ଜାଙ୍କ ପୂର୍ବତନ ମ୍ୟାନେଜର ଗିରଫ୍

ମୁମ୍ବାଇ: ଅଭିନେତ୍ରୀ ଦିଆ ମିର୍ଜାଙ୍କ ପୂର୍ବତନ ମ୍ୟାନେଜରଙ୍କୁ ଏବେ ଏନସିବି ଗିରଫ କରିଛି | ସୂଚନା ଅନୁସାରେ ଶନିବାର ରାତିରେ ଏନସିବି ଚାରି ଜଣଙ୍କୁ ଗିରଫ କରିବା ସହ ବିପୁଳ ପରିମାଣର ଗଞ୍ଜେଇ ମଧ୍ୟ ଜବତ କରିଛି | ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଦିଆ ମିର୍ଜାଙ୍କ ପୂର୍ବତନ ମ୍ୟାନେଜର ଫନିର୍ଚର…