ପ୍ରକାଶ ପାଇଲା ପ୍ରଥମ +୨ କଟ୍ ଅଫ୍ ମାର୍କ ତାଲିକା
ଭୁବନେଶ୍ବର() ପ୍ରକାଶ ପାଇଲା ଯୁକ୍ତ ୨ ପ୍ରଥମ କଟ୍ ଅଫ୍ ମାର୍କ । ପ୍ରଥମ ପର୍ୟ୍ୟାୟରେ ୩ଲକ୍ଷ ୩୩ହଜାର ୫୭୩ ଜଣ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି । ମୋଟ୍ ୩ଲକ୍ଷ ୭୫ହଜାର ୯୫୮ଜଣ ଛାତ୍ରଛାତ୍ରୀ ଆବେଦନ କରିଥିଲେ ।
୯୦ ପ୍ରତିଶତ କଟ୍ ଅଫ୍ ମାର୍କ ସହ ବିଜ୍ଞାନରେ ରେଭେନ୍ସା ହାୟର ସେକେଣ୍ଡାରୀ…
