Odia News Portal
Browsing Tag

odisha assembly session

କ୍ଷମା ଜିଦରେ ଅଚଳ ଗୃହ,୪ଟା ଯାଏଁ ମୁଲତବି

ଭୁବନେଶ୍ୱର: ଲଗାତର ପଞ୍ଚମ ଦିନ ମଧ୍ୟ ଚାଲିପାରିଲାନି ଗୃହ । ଶାସକ ଏବଂ ବିରୋଧୀ ଦଳର ସଦସ୍ୟଙ୍କ ଜିଦ୍ ଯୋଗୁଁ ଗୃହ ଚାଲିପାରୁନି । ଗୃହ କାର୍ଯ୍ୟ ଆରମ୍ଭରୁ ଉଭୟ ଶାସକ-ବିରୋଧୀ ସଦସ୍ୟଙ୍କ ନାରାବାଜି । ଗୃହରେ ହଟ୍ଟଗୋଳ ଯୋଗୁଁ ଦିନ ୧୨ଟା ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ମୁଲତବି ହୋଇଥିବା ସମୟରେ…

ପଞ୍ଚମ ଦିନ ଗୃହ ଅଚଳ,ଦିନ ୧୨ଟା ଯାଏଁ ମୁଲତବି

ଭୁବନେଶ୍ୱର: ଲଗାତର ପଞ୍ଚମ ଦିନ ବି ଚାଲିପାରିଲାନି ଗୃହ । ଶାସକ ଏବଂ ବିରୋଧୀ ଦଳର ସଦସ୍ୟଙ୍କ ଜିଦ୍ ଯୋଗୁଁ ଗୃହ ଚାଲିପାରୁନି । ଗୃହ କାର୍ଯ୍ୟ ଆରମ୍ଭରୁ ଉଭୟ ଶାସକ-ବିରୋଧୀ ସଦସ୍ୟଙ୍କ ନାରାବାଜି । ଗୃହରେ ହଟ୍ଟଗୋଳ ଯୋଗୁଁ ଦିନ ୧୨ଟା ଯାଏଁ ଗୃହ କାର୍ଯ୍ୟ ମୁଲତବି ରଖିଲେ ବାଚସ୍ପତି । ମଣ୍ଡି…

ଦିନ ୧୨ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର: ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ପ୍ରବଳ ହଟ୍ଟଗୋଳ । ପୁଣି ମୁହାଁମୁହିଁ ହୋଇଛନ୍ତି ଶାସକ-ବିରୋଧୀ । ଶାସକ ଦଳ କ୍ଷମା ପ୍ରାର୍ଥନା ପାଇଁ ଅଡି ବସିଥିବାବେଳେ ବିରୋଧୀ ମଣ୍ଡି ଅବ୍ୟବସ୍ଥାକୁ ନେଇ ହଟ୍ଟଗୋଳ କରିଛନ୍ତି। ଫଳରେ ଗୃହକୁ ପ୍ରଥମେ ୧୧ଟା ୩୦ ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଥିଲେ…

୧୯୪୩ ଲୋକଙ୍କ ପାଇଁ ଜଣେ ଡାକ୍ତର

ଭୁବନେଶ୍ୱର: ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଏକ ପ୍ରଶ୍ନର ଉତର ରଖି ବିଧାନସଭାରେ ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ତେବେ ରାଜ୍ୟର ଲୋକସଂଖ୍ୟା ଦୃଷ୍ଟିରୁ ୧୯୪୩ ଲୋକଙ୍କ ପିଛା ଜଣେ ଡାକ୍ତର ଥିବା ଏହି ଲିଖିତ ଉତ୍ତରରେ କୁହାଯାଇଛି । ତେବେ ନିୟମ ଅନୁସାରେ…