Odia News Portal
Browsing Tag

odisha assembly session

ଆରମ୍ଭରୁ ହଟ୍ଟଗୋଳ,୧୧ଟା ୩୦ ଯାଏଁ ଗୃହ ମୁଲତବି

ଭୁବନେଶ୍ବର: ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆରମ୍ଭରୁ ଆଜି ପୁଣିଥରେ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଛି । ଉଭୟ ଶାସକ-ବିରୋଧୀ ଗୃହରେ ପ୍ରବଳ ହଟ୍ଟଗୋଳ କରିବା କାରଣରୁ ଗୃହକୁ ଦିନ ୧୧ଟା ୩୦ ଯାଏଁ ମୁଲତବୀ ରଖିଛନ୍ତି ବାଚସ୍ପତି । ଯାହାଫଳରେ ଆଜି ବି ପ୍ରଥମରୁ ଚାଲିପାରିନାହିଁ ଗୃହ । …

ବିଧାନସଭା ଆତ୍ମହତ୍ୟା ପ୍ରସଙ୍ଗରେ ଶାସକ-ବିରୋଧୀ ମୁହାଁମୁହିଁ

ଭୁବନେଶ୍ୱର: ମନ୍ତ୍ରୀମାନେ ଭୁଲ ନ ମାଗିବା ପର୍ଯ୍ୟନ୍ତ ବିଧାନସଭା ଚଲାଇଦେବୁନି ବୋଲି କହିଛନ୍ତି କଂଗ୍ରେସ ବିଧାୟକ ତାରା ବାହିନୀପତି । ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ଗୃହରେ ଆଜି ଶାସକ-ବିରୋଧୀ ମୁହାଁମୁହିଁ ହୋଇଥିଲେ । ଗୃହ ଭିତରେ ଆତ୍ମହତ୍ୟା ଧମକ ଦେଇଥିବା ବିଜେପି…

ବିଜେପି ବିଧାୟକଙ୍କ ସାନିଟାଇଜର ପିଇବାକୁ ଉଦ୍ୟମ

ଭୁବନେଶ୍ୱର: ବିଧାନସଭା ଗୃହରେ ବିଧାୟକଙ୍କ ସାନିଟାଇଜର ପିଇବାକୁ ଉଦ୍ୟମ | ମଣ୍ଡି ସମସ୍ୟା ନେଇ ବିଧାନସଭା ଗୃହରେ ବିଧାୟକଙ୍କ ସାନିଟାଇଜର ପିଇବାକୁ ଉଦ୍ୟମ | ସାନିଟାଇଜର ପିଇବାକୁ ଉଦ୍ୟମ କରଛନ୍ତି ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ | ସାନିଟାଇଜର ପିଇବାକୁ ଉଦ୍ୟମ ବେଳେ ଛଡ଼ାଇଲେ ଅନ୍ୟ…

୧୦ରୁ ସମସ୍ତ ବିଧାୟକଙ୍କ କୋଭିଡ୍ ଟେଷ୍ଟ

ଭୁବନେଶ୍ୱର: ଆସନ୍ତା ୧୨ତାରିଖରୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । କରୋନା ସଂକ୍ରମଣକୁ ଆଖି ଆଗରେ ରଖି ଏହି ଅଧିବେଶନ ପୂର୍ବରୁ କେତେକ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇ କହିଛନ୍ତି ଯେ,…

ଯୋଗ୍ୟତା ଭିତ୍ତିରେ ମିଳିବ ନିଯୁକ୍ତି: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ଆନ୍ଦୋଳନରତ ଏଏନ୍‌ଏମ୍‌ଙ୍କ ପ୍ରସଙ୍ଗରେ ଗୃହରେ ବିବୃତ୍ତି ରଖିଥିଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ। କୋଭିଡ୍‌ ସମୟରେ କାମ କରିଥିବା ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯିବ ବୋଲି ସେ କହିଛନ୍ତି। ରାଜ୍ୟରେ ୧୦୯୯ ଖାଲି ଥିବା ଏଏନ୍‌ଏମ୍‌ ପଦବୀରେ ନିଯୁକ୍ତ ଦିଆଯିବ।…

ଗୃହରେ ବିଜେପି ବିଧାୟକଙ୍କ ଆତ୍ମହତ୍ୟା ଧମକ

ଭୁବନେଶ୍ୱର: ବିଧାନସଭା ଗୃହରେ ବିଜେପି ବିଧାୟକଙ୍କ ଆତ୍ମହତ୍ୟା ଧମକ। ମଣ୍ଡିରୁ ଧାନ ଉଠାଇବା ନେଇ ଗୃହରେ ବିଜେପି ସଦସ୍ୟମାନେ ଆଜି ହୋହାଲ୍ଲା କରିଛନ୍ତି।ମଣ୍ଡିରେ ଥିବା ଧାନ ତୁରନ୍ତ ନ ଉଠାଇଲେ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ ଗୃହରେ ଆତ୍ମହତ୍ୟା ଧମକ ଦେଇଛନ୍ତି। ଦୀର୍ଘଦିନ ହେବ…

ସାଇକେଲରେ ଆସିଲେ ତାରା,ସୁର ଓ ଅଧିରାଜ

ଭୁବନେଶ୍ୱର: ଚିନ୍ତା ବଢ଼ାଇଛି ପେଟ୍ରୋଲ ଓ ଡିଜେଲ ଦର । ଯାହାକି ସାଧାରଣ ଲୋକଙ୍କ ଉପରେ ବୋଝ ଉପରେ ନଳିତା ବିଡ଼ା ସଦୃଶ ସାବ୍ୟସ୍ତ ହେଉଛି । ତେବେ କଂଗ୍ରେସ ବିଧାୟକମାନେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧିର ଅଭିନବ ପ୍ରତିବାଦ କରିଛନ୍ତି । ବିଧାନସଭାର ବଜେଟ୍ ଅଧିବେଶନ ଚାଲିଥିବା ସମୟରେ କଂଗ୍ରେସ…

ଗୃହରେ ଉତ୍ତର ରଖିଲେ ଯୋଗାଣ ମନ୍ତ୍ରୀ…

ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନର ଆଜି ତୃତୀୟ ଦିନ |ତେବେ ଆଜି ମଣ୍ଡି ଅବ୍ୟବସ୍ଥା ନେଇ ଗୃହରେ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ଚଳିତବର୍ଷ ୫୫.୦୩ ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ ହୋଇଛି । ଚଳିତବର୍ଷ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଥିବା ନେଇ…

ଗୃହରେ ବିରୋଧୀଙ୍କ ହାଇ ଭୋଲଟେଜ୍ ହଙ୍ଗାମା

ଭୁବନେଶ୍ୱର: ବଜେଟ୍ ଅଧିବେଶନର ଦ୍ୱିତୀୟ ଦିନରେ ଗୃହରେ ବିରୋଧୀଙ୍କ ହାଇ ଭୋଲଟେଜ୍ ହଙ୍ଗାମା । ଧାନମଣ୍ଡି ଅବ୍ୟବସ୍ଥାକୁ ନେଇ ବିରୋଧୀ ନିଜ ହଟ୍ଟଗୋଳ ଜାରି ରଖିଥିବା ବେଳେ ବାଚସ୍ପତି ସର୍ବଦଳୀୟ ବୈଠକ ଡାକିଥିଲେ । ବୈଠକ ପରେ ସମବାୟ ମନ୍ତ୍ରୀଙ୍କୁ ଆସନ୍ତାକାଲି ଗୃହରେ ବିବୃତ୍ତି ରଖିବାକୁ…