Odia News Portal
Browsing Tag

odisha assembly

ଏଥର ବି କୋଭିଡ କଟକଣା ମଧ୍ୟରେ ଚାଲିବ ବିଧାନସଭା

ଏଥର ବି କୋଭିଡ କଟକଣା ମଧ୍ୟରେ ଚାଲିବ ବିଧାନସଭା ଅଧିବେଶନ । ପୂର୍ବ ବ୍ୟବସ୍ଥା ଅନୁଯାୟୀ ବିଧାୟକଙ୍କ ବସିବା ପାଇଁ ସ୍ଥାନ ନିରୂପଣ କରାଯାଇଛି। ବିଧାନସଭା ଅଧିବେଶନ ପୂର୍ବରୁ ବିଧାୟକ, ବିଧାୟିକା ଏବଂ କର୍ମଚାରୀଙ୍କ ସମେତ ସାମ୍ବାଦିକଙ୍କ କୋଭିଡ ଟେଷ୍ଟ ହେବ । ୫ ଘଣ୍ଟା ରହିବ ବିଧାନସଭା…

ଡିସେମ୍ବର ୧ ତାରିଖ ଠାରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଆଗାମୀ ଶୀତକାଳୀନ ଅଧିବେଶନ ଡିସେମ୍ବର ୧ ତାରିଖ ଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନ ଡିସେମ୍ବର ୩୧ ଯାଏଁ ଜାରି ରହିବ। ଏହି ସମୟ ମଧ୍ୟରେ ମୋଟ୍‌ ୨୬ଟି କାର୍ଯ୍ୟ ଦିବସ ରହିବ। ମୋଟ୍‌ ୫ଟି ଛୁଟି ଦିବସ ରହିବ। ଛୁଟି ଦିବସ ଗୁଡ଼ିକ ହେଲା ଯେ, ଡିସେମ୍ବର…

ବିଧାନସଭାରେ ପାରିତ ହେଲା ପଞ୍ଚାୟତ ଆଇନ ସଂଶୋଧନ ବିଲ୍

ଭୁବନେଶ୍ୱର: ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ଆରମ୍ଭ ହୋଇଛି ବିଧାନସଭା । ଏହାରି ଭିତରେ ବିଧାନସଭାରେ ପାରିତ ହେଲା ପଞ୍ଚାୟତ ଆଇନ ସଂଶୋଧନ ବିଲ୍ । ବିଲ ଅନୁସାରେ ମୋଟ୍ ସଂରକ୍ଷଣ ୫୦% ଭିତରେ ରହିବ । ଏସଟି, ଏସସି, ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦% ଭିତରେ ରହିବ । ସେମାନଙ୍କ ପାଇଁ ସଂରକ୍ଷଣ…

ବିଧାନସଭାରେ ଆଗତ ହେଲା ଓଡିଶା ମ୍ୟୁନିସିପାଲ ଆଇନ ସଂଶୋଧନ ବିଲ୍‌

ଭୁବନେଶ୍ୱର: ବିଧାନସଭାରେ ଓଡିଶା ମ୍ୟୁନିସିପାଲ ଆଇନ ସଂଶୋଧନ ବିଲ୍ ଆଗତ ହୋଇଛି । ସଂଶୋଧିତ ବିଲରେ ୫୦ ପ୍ରତିଶତ ଭିତରେ ସଂରକ୍ଷଣ ବ୍ୟବସ୍ଥା ରହିଛି । ଅନୁସୂଚିତ ଜାତି,ଜନଜାତି ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା ରହିଛି । ସଂରକ୍ଷଣ ୫୦ ପ୍ରତିଶତ ଅତିକ୍ରମ କରିବ ନାହିଁ ।…

ବିଧାନସଭାରେ ପାରିତ ହେଲା ୩ଟି ବିଲ୍

ଭୁବନେଶ୍ୱର: ହଟ୍ଟଗୋଳ ଭିତରେ ବିଧାନସଭାରେ ଆଜି ତିନୋଟି ବିଲ ପାରିତ ହୋଇଛି। ଏଗୁଡ଼ିକ ହେଲା ଓଡ଼ିଶା ବୈଷୟିକ ଗବେଷଣା ବିଶ୍ୱବିଦ୍ୟାଳୟ ବିଲ୍, ଓଡିଶା ବିନିୟୋଗ ଅଧି ନିୟମ ବଲ୍ ଓ ଓଡ଼ିଶା ସହର ଯୋଜନା ଏବଂ ଅଭିବୃଦ୍ଧି ନ୍ୟାସ ସଂଶୋଧନ ବିଲ୍। ଗୃହରେ ୩ଟି ବିଲ ପାରିତ ସମୟରେ କଂଗ୍ରେସ ଦଳର…

ଗୃହରେ ଉତ୍ତର ରଖିଲେ ଟୁକୁନି ସାହୁ, ଖୁବଶୀଘ୍ର ୫ ଜିଲ୍ଲାରେ ପ୍ରତିଷ୍ଠା ହେବ କର୍ମଜୀବୀ ମହିଳା ହଷ୍ଟେଲ

ଭୁବନେଶ୍ୱର: କର୍ମଜୀବୀ ମହିଳାଙ୍କ ପାଇଁ ହଷ୍ଟେଲ ନିର୍ମାଣ ପାଇଁ ପଦକ୍ଷେପ ନିଆଯାଉଛି। ସୁନ୍ଦରଗଡ, ଯାଜପୁର,ଖୋର୍ଦ୍ଧାରେ ୧୦୦ ସର୍ୟ୍ୟା ବିଶିଷ୍ଟ ହଷ୍ଟେଲ ନିର୍ମାଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ବ୍ରହ୍ମପୁର ଓ ରାୟଗଡ଼ାରେ ୧୦୦ ସର୍ୟ୍ୟା ବିଶିଷ୍ଟ ହଷ୍ଟେଲ ନିର୍ମାଣ ପାଇଁ ଜମି ଚିହ୍ନଟ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ନେଇ ସରକାରଙ୍କୁ ଟାର୍ଗେଟ କଲେ ବିରୋଧୀ

ଭୁବନେଶ୍ୱର: ଶୁନ୍ୟକାଳରେ ଉଠିଲା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ପ୍ରସଙ୍ଗ। ପ୍ରସଙ୍ଗ ଉଠାଇ ସରକାରଙ୍କୁ ଟାର୍ଗେଟ କଲେ ବିରୋଧୀଦଳ ମୁଖ୍ୟ ସଚେତକ ମୋହନ ମାଝୀ। କେନ୍ଦ୍ରୀୟ ଯୋଜନାକୁ ହଡପ କରାଯାଇଛି। ଭୋଟ ବ୍ୟାଙ୍କ ପାଇଁ ବିଜୁ ଜନତା ଦଳର ନେତା ଓ କର୍ମୀଙ୍କୁ ଗୃହ ବଣ୍ଟା ଯାଇଛି।…

ବିରୋଧୀଙ୍କ ହୋହାଲ୍ଲା, ୪ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର: ଆଜି ବି ବିଧାନସଭା ଆରମ୍ଭରୁ ହଟ୍ଟଗୋଳ । ବିଧାନସଭାର ଆଜି ତୃତୀୟ ଦିନରେ ବିରୋଧୀଙ୍କ ହଟ୍ଟଗୋଳ ଓ ନାରାବାଜି ଯୋଗୁ ଗୃହକାର୍ୟ୍ୟ ଅଚଳ ହୋଇଛି । ଷ୍ଟାଫ୍ ସିଲେକ୍ସନ୍ କମିଶନ ଦୁର୍ନତୀକୁ ନେଇ ବିରୋଧୀଙ୍କ ହଟ୍ଟଗୋଳ । କଂଗ୍ରେସ ସଦସ୍ୟଙ୍କ ହୋହଲ୍ଲା ପରେ ଗୃହ ମୁଲତବୀ । ଅପରାହ୍ନ ୪…

ଗୃହ ଆରମ୍ଭରୁ ହୋହାଲ୍ଲା, ମୁଲତବି ଘୋଷଣା କଲେ ବାଚସ୍ପତି

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ବିଧାନସଭା ମୌସୁମୀ ଅଧିବେଶନ । ତେବେ ଗୃହ ଆରମ୍ଭରୁ ବିରୋଧୀରେ ହୋହାଲ୍ଲା । ମରୁଡି ପରିସ୍ଥିତି ନେଇ ହୋହାଲ୍ଲା କରିଛନ୍ତି କଂଗ୍ରେସ ବିଧାୟକ । ତେବେ ଗୃହକୁ ୧୨.୩୪ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ।

ବାଚସ୍ପତି ପାତରଅନ୍ତର କରୁଥିବା ଅଭିଯୋଗ ଆଣିଲା ବିଜେପି

ଭୁବନେଶ୍ବର: ବିଧାନସଭାରେ ବାଚସ୍ପତି ପାତରଅନ୍ତର କରୁଥିବା ବଡ଼ ଅଭିଯୋଗ ଆଣିଲା ବିଜେପି ଦଳ।ଆଜି ଧାରଣାରୁ ଓହରିବା ପରେ ସାମ୍ବାଦିକ ସମ୍ମିଳନୀ କରି କିଛି ଏହିଭଳି ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳର ନେତା ପ୍ରଦୀପ୍ତ ନାୟକ । ପ୍ରଦୀପ୍ତ ନାୟକ କହିଛନ୍ତି, ବିଧେୟକ ପାରିତ ହେଲେ ଜଣେ…