Odia News Portal
Browsing Tag

odisha assembly

କ୍ଷମା ଜିଦରେ ଅଚଳ ଗୃହ,୪ଟା ଯାଏଁ ମୁଲତବି

ଭୁବନେଶ୍ୱର: ଲଗାତର ପଞ୍ଚମ ଦିନ ମଧ୍ୟ ଚାଲିପାରିଲାନି ଗୃହ । ଶାସକ ଏବଂ ବିରୋଧୀ ଦଳର ସଦସ୍ୟଙ୍କ ଜିଦ୍ ଯୋଗୁଁ ଗୃହ ଚାଲିପାରୁନି । ଗୃହ କାର୍ଯ୍ୟ ଆରମ୍ଭରୁ ଉଭୟ ଶାସକ-ବିରୋଧୀ ସଦସ୍ୟଙ୍କ ନାରାବାଜି । ଗୃହରେ ହଟ୍ଟଗୋଳ ଯୋଗୁଁ ଦିନ ୧୨ଟା ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ମୁଲତବି ହୋଇଥିବା ସମୟରେ…

ପଞ୍ଚମ ଦିନ ଗୃହ ଅଚଳ,ଦିନ ୧୨ଟା ଯାଏଁ ମୁଲତବି

ଭୁବନେଶ୍ୱର: ଲଗାତର ପଞ୍ଚମ ଦିନ ବି ଚାଲିପାରିଲାନି ଗୃହ । ଶାସକ ଏବଂ ବିରୋଧୀ ଦଳର ସଦସ୍ୟଙ୍କ ଜିଦ୍ ଯୋଗୁଁ ଗୃହ ଚାଲିପାରୁନି । ଗୃହ କାର୍ଯ୍ୟ ଆରମ୍ଭରୁ ଉଭୟ ଶାସକ-ବିରୋଧୀ ସଦସ୍ୟଙ୍କ ନାରାବାଜି । ଗୃହରେ ହଟ୍ଟଗୋଳ ଯୋଗୁଁ ଦିନ ୧୨ଟା ଯାଏଁ ଗୃହ କାର୍ଯ୍ୟ ମୁଲତବି ରଖିଲେ ବାଚସ୍ପତି । ମଣ୍ଡି…

ଦିନ ୧୨ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର: ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ପ୍ରବଳ ହଟ୍ଟଗୋଳ । ପୁଣି ମୁହାଁମୁହିଁ ହୋଇଛନ୍ତି ଶାସକ-ବିରୋଧୀ । ଶାସକ ଦଳ କ୍ଷମା ପ୍ରାର୍ଥନା ପାଇଁ ଅଡି ବସିଥିବାବେଳେ ବିରୋଧୀ ମଣ୍ଡି ଅବ୍ୟବସ୍ଥାକୁ ନେଇ ହଟ୍ଟଗୋଳ କରିଛନ୍ତି। ଫଳରେ ଗୃହକୁ ପ୍ରଥମେ ୧୧ଟା ୩୦ ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଥିଲେ…

ଆରମ୍ଭରୁ ହଟ୍ଟଗୋଳ,୧୧ଟା ୩୦ ଯାଏଁ ଗୃହ ମୁଲତବି

ଭୁବନେଶ୍ବର: ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆରମ୍ଭରୁ ଆଜି ପୁଣିଥରେ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଛି । ଉଭୟ ଶାସକ-ବିରୋଧୀ ଗୃହରେ ପ୍ରବଳ ହଟ୍ଟଗୋଳ କରିବା କାରଣରୁ ଗୃହକୁ ଦିନ ୧୧ଟା ୩୦ ଯାଏଁ ମୁଲତବୀ ରଖିଛନ୍ତି ବାଚସ୍ପତି । ଯାହାଫଳରେ ଆଜି ବି ପ୍ରଥମରୁ ଚାଲିପାରିନାହିଁ ଗୃହ । …

ବିଧାନସଭା ଆତ୍ମହତ୍ୟା ପ୍ରସଙ୍ଗରେ ଶାସକ-ବିରୋଧୀ ମୁହାଁମୁହିଁ

ଭୁବନେଶ୍ୱର: ମନ୍ତ୍ରୀମାନେ ଭୁଲ ନ ମାଗିବା ପର୍ଯ୍ୟନ୍ତ ବିଧାନସଭା ଚଲାଇଦେବୁନି ବୋଲି କହିଛନ୍ତି କଂଗ୍ରେସ ବିଧାୟକ ତାରା ବାହିନୀପତି । ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ଗୃହରେ ଆଜି ଶାସକ-ବିରୋଧୀ ମୁହାଁମୁହିଁ ହୋଇଥିଲେ । ଗୃହ ଭିତରେ ଆତ୍ମହତ୍ୟା ଧମକ ଦେଇଥିବା ବିଜେପି…

ଯୋଗ୍ୟତା ଭିତ୍ତିରେ ମିଳିବ ନିଯୁକ୍ତି: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ଆନ୍ଦୋଳନରତ ଏଏନ୍‌ଏମ୍‌ଙ୍କ ପ୍ରସଙ୍ଗରେ ଗୃହରେ ବିବୃତ୍ତି ରଖିଥିଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ। କୋଭିଡ୍‌ ସମୟରେ କାମ କରିଥିବା ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯିବ ବୋଲି ସେ କହିଛନ୍ତି। ରାଜ୍ୟରେ ୧୦୯୯ ଖାଲି ଥିବା ଏଏନ୍‌ଏମ୍‌ ପଦବୀରେ ନିଯୁକ୍ତ ଦିଆଯିବ।…