Odia News Portal
Browsing Tag

odisha bjp leaders

ରାତି ସାରା ଥାନାରେ ରହିଲେ ବିଜେପି ନେତା

ସମ୍ବଲପୁର: ଥାନାରେ କଟିଲା ରାତି । ରାତି ସାରା ଥାନାରେ ରହିଲେ ଏକାଧିକ ବିଜେପି ନେତା । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ସମ୍ବଲପୁରରେ । ଆରଡିସିଙ୍କୁ ଭେଟିବା ଦାବିରେ ଗୁରୁବାର ଦିନ ୩ଟାରୁ ସମ୍ବଲପୁର ଟାଉନ ଥାନାରେ ଏପର୍ଯ୍ୟନ୍ତ ବସି ରହିଛନ୍ତି ରାଜ୍ୟ ବିଜେପି ସଭାପତି ସମୀର…