Odia News Portal
Browsing Tag

Odisha budget 2021

ବିକାଶଶୀଳ ଓ ପରିବର୍ତ୍ତନଶୀଳ ରାଜ୍ୟ ବଜେଟ୍: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ବଜେଟ ୨୦୨୧-୨୨କୁ ଅଭିବୃଦ୍ଧିକାରୀ ଓ ରୂପାନ୍ତରୀକରଣ ବଜେଟ୍ ଭାବେ ଅଭିହିତ କରିଛନ୍ତି । ରାଜ୍ୟ ବଜେଟ ଲୋକାଭିମୁଖୀ, ଓଡ଼ିଶା ବିକାଶରେ ସହାୟକ ହେବ ଏବଂ ଏହା ଏକ ବିକାଶଶୀଳ ଓ ପରିବର୍ତ୍ତନଶୀଳ ବଜେଟ୍ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ସ୍ବାସ୍ଥ୍ୟ ବଜେଟ୍: ଏସସିବି ‘ଏମ୍ସ ପ୍ଲସ୍’ ପାଇଁ ୫୦୦ କୋଟି

ଭୁବନେଶ୍ବର: ବିଧାନସଭାରେ ବର୍ଷ ୨୦୨୧-୨୨ ପାଇଁ ଆର୍ଥିକ ବଜେଟ୍‌ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ଆର୍ଥିକ ବର୍ଷ ୨୦୨୧-୨୨ରେ ରାଜ୍ୟ ପାଇଁ ମୋଟ ୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ଚଳିତ ବର୍ଷ ସ୍ବାସ୍ଥ୍ୟ ସେବା କ୍ଷେତ୍ରକୁ ମଧ୍ୟ ଗୁରୁତ୍ବ…

ରାଜ୍ୟ ବଜେଟ୍: କୃଷି କ୍ଷେତ୍ର ପାଇଁ ୨୦ ହଜାର କୋଟି ବ୍ୟୟବରାଦ

ଭୁବନେଶ୍ବର: ବିଧାନସଭାରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରୁଛନ୍ତି ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ।ମୁଖ୍ୟମନ୍ତ୍ରୀ ଉପସ୍ଥିତିରେ ବିଧାନସଭାରେ ବଜେଟ ଉପସ୍ଥାପନ କରାଯାଉଛି । ନୂଆ ଆର୍ଥିକ ବର୍ଷ ପାଇଁ ମୋଟ ୧ ଲକ୍ଷ ୭୦ ହଜାର କୋଟିର ବ୍ୟୟବରାଦ କରାଯାଇଛି…

ଗୃହରେ ଉତ୍ତର ରଖିଲେ ଯୋଗାଣ ମନ୍ତ୍ରୀ…

ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନର ଆଜି ତୃତୀୟ ଦିନ |ତେବେ ଆଜି ମଣ୍ଡି ଅବ୍ୟବସ୍ଥା ନେଇ ଗୃହରେ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ଚଳିତବର୍ଷ ୫୫.୦୩ ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ ହୋଇଛି । ଚଳିତବର୍ଷ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଥିବା ନେଇ…

ଅପରାହ୍ନ ୪ ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ବର: ଦ୍ଵିତୀୟ ଦିନରେ ବଜେଟ ଅଧିବେଶନ ଆରମ୍ଭରୁ ଗୃହ ମୁଲତବୀ । ଗୃହ କାର୍ଯ୍ୟ ଆରମ୍ଭରୁ ବିରୋଧୀ ସଦସ୍ୟଙ୍କ ପ୍ରବଳ ହୋହାଲ୍ଲା ଓ ହଟ୍ଟଗୋଳ । ଯାହାକୁ ନେଇ ପ୍ରଥମେ ଗୃହକୁ ୧୧ଟା ୩୦ମିନିଟ୍‌ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇ ଥିବା ସମୟରେ ପୁନର୍ବାର ଗୃହକୁ ଅପରାହ୍ନ ୪ ଟା ଯାଏଁ…

ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ

ଭୁବନେଶ୍ୱର: ବିଧାନସଭାରେ ଆରମ୍ଭ ବଜେଟ ଅଧିବେଶନ । ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହୋଇଛି ବିଧାନସଭାର ବଜେଟ୍‌ ଅଧିବେଶନ।ରାଜ୍ୟପାଳ ନିଜ ଅଭିଭାଷଣରେ ଦିବଂଗତ ପୂର୍ବତନ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଦେବା ସହିତ କୋଭିଡ ଯୋଦ୍ଧା ଓ ସହିଦ୍ ଯବାନଙ୍କ ପାଇଁ ମଧ୍ୟ ଶ୍ରଦ୍ଧାଞ୍ଜଳି…

ବିଧାନସଭା ଜଗିବେ ୩୦ ପ୍ଲାଟୁନ୍ ପୋଲିସ୍‌

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ବିଧାନସଭାରେ ବଜେଟ ଅଧିବେଶନ ଆରମ୍ଭ ପୂର୍ବରୁ ଆଜି ବସିଛି ସର୍ବଦଳୀୟ ବୈଠକ | ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବିଧାନସଭାରେ ବସିଛି ସର୍ବଦଳୀୟ ବୈଠକ । କାଲିଠାରୁ ଆରମ୍ଭ ହେବାକୁ ଥିବା ବଜେଟ୍ ଅଧିବେଶନକୁ କିଭଳି ପରିଚାଳନା କରାଯିବ ସେନେଇ ଏହି ବୈଠକରେ ଆଲୋଚନା…

ଏଥର ରହିବ ପ୍ରଶ୍ନକାଳ ଓ ଶୁନ୍ୟକାଳ

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ବିଧାନସଭାରେ ବଜେଟ ଅଧିବେଶନ ଆରମ୍ଭ ପୂର୍ବରୁ ଆଜି ବସିଛି ସର୍ବଦଳୀୟ ବୈଠକ | ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବିଧାନସଭାରେ ବସିଛି ସର୍ବଦଳୀୟ ବୈଠକ । କାଲିଠାରୁ ଆରମ୍ଭ ହେବାକୁ ଥିବା ବଜେଟ୍ ଅଧିବେଶନକୁ କିଭଳି ପରିଚାଳନା କରାଯିବ ସେନେଇ ଏହି ବୈଠକରେ ଆଲୋଚନା…

୧୮ରୁ ରାଜ୍ୟ ବଜେଟ୍ ଅଧିବେଶନ

ଭୁବନେଶ୍ୱର: ଫେବୃୟାରୀ ୧୮ ଆରମ୍ଭ ହେବାକୁ ଯାଉଛି ବଜେଟ ଅଧିବେଶନ । ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ଆଣିବେ ବଜେଟ୍ । ବିଧାନସଭାରେ ଫେବୃଆରୀ ୧୮ ରୁ ଏପ୍ରିଲ ୯ ପର୍ଯ୍ୟନ୍ତ ଚାଲିବ ଏହି ବଜେଟ ଅଧିବେଶନ । ପ୍ରଥମ ଦିନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ବିଧାନସଭାରେ ନିଜର…