ସବୁ ଜିଲ୍ଲାରେ ହେବ ଆଦର୍ଶ ମଣ୍ଡି: ୬ ବିଭାଗର ୭ଟି ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ
ଧାନ ମଣ୍ଡିରେ କୃଷକମାନଙ୍କୁ ଗୋଟିଏ ଛାତ ତଳେ ସମସ୍ତ ସୁବିଧା ପ୍ରଦାନ କରାଯିବ। ଚାଷୀ, ବ୍ୟବସାୟୀ ଏବଂ ଅନ୍ୟାନ୍ୟ ଅଂଶୀଦାରମାନଙ୍କୁ ସମସ୍ତ ଜରୁରୀ ବିପଣନ ସମ୍ବନ୍ଧିତ କାର୍ଯ୍ୟ ଉପଲବ୍ଧ ହେବ। ଫସଲ ପରବର୍ତ୍ତୀ କ୍ଷତିକୁ ସର୍ବନିମ୍ନ ସୁନିଶ୍ଚିତ କରିବା, କୃଷକର ଆୟରେ ଉନ୍ନତି ଆଣିବା, ଠିକ୍ ଓ…