ରାଜ୍ୟ କ୍ୟାବିନେଟ୍ରେ ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକରେ ଶୁକ୍ରବାର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୧୫ଟି ପ୍ରସ୍ତାବ ଉପରେ ମୋହର ବାଜିଛି।
ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ…