Odia News Portal
Browsing Tag

Odisha Chief Minister Naveen Patnaik

ଜିରୋ ଇନଫେକସନ ଆମର ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା । ରାଜ୍ୟବାସୀଙ୍କୁ ସମ୍ବୋଧନ କରି ସେ କହିଛନ୍ତି ଯେ, କରୋନାକୁ ନିୟନ୍ତ୍ରଣରେ ରଖିବା କ୍ଷେତ୍ରରେ ଓଡ଼ିଶା ଭଲ ସ୍ଥିତିରେ ଅଛି । ଯାହାକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପ୍ରଶଂସା କରିଛି । ଏବଂ ଆମର ଦୈନିକ ସଂକ୍ରମଣ ୧୦୦…

ଓଡ଼ିଶା ଓ୍ୱାନ୍ ପୋର୍ଟାଲ ଲୋକାର୍ପିତ

ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ । ତେବେ ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦୦୦ରୁ ଅଧିକ ମୋ ସେବାକେନ୍ଦ୍ର ଓ ଓଡ଼ିଶାଓ୍ୱାନ୍ ପୋର୍ଟାଲ ଲୋକାର୍ପିତ କରିଛନ୍ତି । 5T ଉପକ୍ରମ ଅନୁଯାୟୀ ଏହି କାର୍ଯ୍ୟକ୍ରମ ଆରମ୍ବ କରାଯାଇଛି। ଏହି ଅବସରରେ…

ପୋଷ୍ୟ ସ୍କୁଲ ଗ୍ରହଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର: ମୋ ସ୍କୁଲ ଅଭିଯାନରେ ସରକାରୀ ସ୍କୁଲକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ନବୀନଙ୍କ ଅପିଲ୍ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ କେନ୍ଦ୍ର ମନ୍ତ୍ରୀ ସମେତ ହାଇକୋର୍ଟର ବିଚାରପତି ଏବଂ ରାଜ୍ୟର ସବୁ ବିଧାୟକ ଏବଂ ସାଂସଦ ମାନଙ୍କୁ ଅନୁରୋଧ କରି ପତ୍ର…

ଟିମ୍ ଇଣ୍ଡିଆକୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ବ୍ରିସବେନ୍ ବିଜୟ ପରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ଅଷ୍ଟ୍ରେଲିଆ ବିପକ୍ଷରେ ଭାରତୀୟ ଦଳର ଦମଦାର ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି । ତେବେ ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି,…

କଟକରେ ଅତ୍ୟାଧୁନିକ ବସ୍‌ ଟର୍ମିନାଲ

ଭୁବନେଶ୍ବର: କଟକର ଖାନନଗର ଠାରେ ନିର୍ମିତ ହେବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ । ଏଥିରେ ଖର୍ଚ୍ଚ ହେବ ୬୫ କୋଟି ଟଙ୍କା । ମହାନ ସଂଗ୍ରାମୀ ନେତାଜୀ ସୁଭାଷ ବୋଷଙ୍କ ନାମରେ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ନାମିତ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୈଠକରେ ଏହି ଘୋଷଣା କରିଛନ୍ତି…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ରାଉରକେଲାରେ ତିଆରି ହେବ ଭାରତର ସର୍ବବୃହତ ହକି ଷ୍ଟାଡିୟମ

ରାଉରକେଲାରେ ତିଆରି ହେବ ଭାରତର ସର୍ବବୃହତ ହକି ଷ୍ଟାଡିୟମ। ଆଜି ସକାଳେ ଏନେଇ ମୁଖ୍ୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଷ୍ଟାଡିୟମରେ ହକି ବିଶ୍ୱକପ-୨୦୨୩ ଆୟୋଜିତ ହେବ ବୋଲି ମଧ୍ୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।ତେବେ ଏନେଇ ନିକଟରେ ଅନ୍ତର୍ଜାତୀୟ ହକି ଫେଡେରେସନ,…

ବିଜେପିର ତାତ୍ସଲ୍ୟ: ବିକାଶ ନୁହେଁ ବରଂ ଚିଠି ଲେଖିବାରେ ପିଏଚଡି କରିଛନ୍ତି ମୁଖ୍ୟମନ୍ତ୍ରୀ

ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିକାଶ ନୁହେଁ ବରଂ କେବଳ ଚିଠି ଲେଖିବାରେ ପିଏଚଡି କରିଛନ୍ତି ବୋଲି କହି ବିଜେପି ନେତା ତାତ୍ସଲ୍ୟ କରି କହିବା ସହ କେନ୍ଦ୍ର ସରକାରଙ୍କୁ ପଠାଇଥିବା ଚିଠିର ନକଲକୁ ସର୍ବସମ୍ମୁଖରେ ଚିରି ପ୍ରତିବାଦ ଜଣାଇଛନ୍ତି ବିଜେପି ନେତା। ବିଜେପି ରାଜ୍ୟ…