Odia News Portal
Browsing Tag

odisha cm naveen pattnaik

ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଶୁଭାରମ୍ଭ

ଭୁବନେଶ୍ୱର: ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଶୁଭାରମ୍ଭ |ଏକାମ୍ର କ୍ଷେତ୍ରରେ ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି |ପବିତ୍ର ବିନ୍ଦୁସାଗର ପୁଷ୍କରିଣୀ ଜଳକୁ ସ୍ୱଚ୍ଛ ଓ ନିର୍ମଳ କରାଯିବ |ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ନାଲକୋରେ ୩୦ ହଜାର କୋଟିର ନିବେଶ

ଭୁବନେଶ୍ୱର: ଓଡିଶାରେ ନିବେଶ କରିବ ନାଲକୋ । ପ୍ରାୟ ୩୦ ହଜାର କୋଟି ଟଙ୍କା ନିବେଶ କରିବ ନାଲକୋ । ନାଲକୋର ସମ୍ପ୍ରସାରଣରେ ଏହି ଅର୍ଥ ଖର୍ଚ୍ଚ କରାଯିବ । ୨୦୨୭/୨୮ ଆର୍ଥିକ ବର୍ଷ ସୁଦ୍ଧା ହେବ ସମ୍ପ୍ରସାରଣ । ନାଲକୋର ୪୧ ତମ ପ୍ରତିଷ୍ଠା ଦିବସରେ ଏହି ସୂଚନା ଦେଇଛନ୍ତି କେନ୍ଦ୍ର କୋଇଲା ଓ ଖଣି…

ଆଗାମୀ ୨ ମାସ ସତର୍କ ରୁହ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଟିକାକରଣ ପାଇଁ ଓଡିଶା ପ୍ରସ୍ତୁତ । କୋଭିଡ ପରିସ୍ଥିତି ଓ ଟିକାକରଣ ସମ୍ପର୍କରେ ସମୀକ୍ଷା ଅବସରରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାରା ରାଜ୍ୟରେ ବ୍ୟବସାୟିକ ପ୍ରତିଷ୍ଠାନ ଠୁ ନେଇ ଧର୍ମାନୁଷ୍ଠାନ ପର୍ଯ୍ୟନ୍ତ ଖୋଲିଥିବା ବେଳେ ଖୁବଶୀଘ୍ର…

ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ : କୋଭିଡ୍ ଟିକାକୁ ନେଇ ଅପେକ୍ଷାର ହେଲା ଅନ୍ତ | ଏଥର ଦେଶବାସୀଙ୍କୁ ମିଳିବ ପ୍ରଥମ ସ୍ୱଦେଶୀ କରୋନା ଟିକା । କୋଭାକ୍ସିନକୁ ଜରୁରିକାଳୀନ ପ୍ରୟୋଗ ପାଇଁ ଅନୁମତି ମିଳିଛି । ଏନେଇ ଭାରତ ବୈୟୋଟିକକୁ ଅଭିନନ୍ଦନ ଜଣାଇଛନ୍ତି ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି |କୋଭିଡ ମୁକ୍ତ ଦେଶ…