Odia News Portal
Browsing Tag

Odisha crime news

ବାପାକୁ ମାରିଦେଲା ନୃଶଂସ ପୁଅ

ଅନୁଗୋଳ: ଅନୁଗୋଳ ଜିଲା ଜରପଡା ଥାନା ଦୁର୍ଗାପୁର କୁଡା ସାହିରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ ହୋଇଥିବା ବେଳେ ମା’ ଗୁରତର ଆହତ ହୋଇଛନ୍ତି । ମୃତକ ଜଣକ ବଟକୃଷ୍ଣ ବେହେରା ଓ ଗୁରୁତର ଜଣକ ହେଲେ ତାଙ୍କ ସ୍ତ୍ରୀ ରୁକ୍ମଣୀ ବେହେରା ବୋଲି ଜଣାପଡିଛି ।…