ସ୍ବାସ୍ଥ୍ୟସେବାରେ ଜଗତସିଂହପୁର ଜିଲ୍ଲା ଉକୃô୍ଷ୍ଠ
ଭୁବନେଶ୍ବର () ସ୍ବାସ୍ଥ୍ୟସେବା ପାଇଁ ଓଡିଶାକୁ ମିଳିଛି ସମ୍ମାନଜନକ ଜେ.ଆର.ଡି ଟାଟା ମେମୋରିଆଲ ପୁରସ୍କାର । ପପୁଲେସନ ଫାଉଣ୍ଡେସନ ଅଫ୍ ଇଣ୍ଡିଆ ପକ୍ଷରୁ ଜଗତସିଂହପୁର ଜିଲ୍ଲା ପ୍ରଶାସନକୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ନୂଆଦିଲ୍ଲୀର ଇଣ୍ଡିଆ ହାବିଟାଟ ସେଣ୍ଟରରେ ଆୟୋଜିତ ଏକ ଉତ୍ସବରେ…