Odia News Portal
Browsing Tag

odisha government

+୨ ପରୀକ୍ଷା: ୫୦% ମଲ୍ଟିପୁଲ୍ ଚଏସ୍

ଭୁବନେଶ୍ୱର: ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଢାଞ୍ଚାରେ ପରିବର୍ତ୍ତନ | ପରିବର୍ତ୍ତନ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସଙ୍କ ସୂଚନା | ୨୦୧୬ କିମ୍ୱା ପରେ ରେଜିଷ୍ଟ୍ରୀଭୁକ୍ତ ପିଲାଙ୍କ ପାଇଁ ହ୍ରାସ ହେଲା ସିଲାବସରୁ ପ୍ରଶ୍ନ | ତେବେ ପ୍ରଶ୍ନପତ୍ରରେ ୫୦ ନମ୍ବରର ମଲ୍ଟିପୁଲ୍ ଚଏସ୍ ପ୍ରଶ୍ନ…

୭ଟି ସ୍ଲାବରେ ସ୍କୁଲ୍ ଫି କୋହଳ

ଭୁବନେଶ୍ବର: କୋହଳ ହେବ ସ୍କୁଲ୍ ଫି। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୦୨୦-୨୧ ଶିକ୍ଷାବର୍ଷ ପାଇଁ ସ୍କୁଲ ଫି କୋହଳ ହେବ। ଅନୁଦାନ ପ୍ରାପ୍ତ, ଅଣଅନୁଦାନ ପ୍ରାପ୍ତ ଓ ଘରୋଇ ସ୍କୁଲ ଫି ଛାଡ଼ କରିବେ। ୭ଟି ପର୍ଯ୍ୟାୟରେ ସ୍କୁଲ ଫି କୋହଳ କରାଯିବ…

ପୁଣି ୭ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର : ଦୁର୍ନୀତି ଓ ଅପାରଗତା ଯୋଗୁଁ ରାଜ୍ୟ ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ | ଆଜି ୭ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅଧିକାରୀମାନେ ହେଲେ ଡି.ଆଇ.ଜି. ଗୋପବନ୍ଧୁ ମଲ୍ଲିକ, ସି.ଡି.ପି.ଓ. ସ୍ନିଗ୍ଧାରାଣୀ ମିଶ୍ର, କମାଣ୍ଡାଣ୍ଟ…

ଆଜି ରାଜ୍ୟରେ ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର: କରୋନା ସଂକ୍ରମଣ ଆଶଙ୍କା ଓ ନୂଆବର୍ଷକୁ ଦୃଷ୍ଟିରେ ରଖି ସାରା ରାଜ୍ୟରେ ନାଇଟ୍ କର୍ଫ୍ୟୁ ଜାରି କରିଛନ୍ତି ରାଜ୍ୟ ସରକାର । ଆଜି ରାତି ୧୦ଟାରୁ କାଲି ସକାଳ ୫ଟା ପର୍ଯ୍ୟନ୍ତ ଲାଗିବ ନାଇଟ୍ କର୍ଫ୍ୟୁ । ସାରା ରାଜ୍ୟରେ ନାଇଟ୍ କର୍ଫ୍ୟୁ ଲାଗୁ ନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି…