କଳ୍ପନାଙ୍କ ମୃତଦେହ ଆଣିବାକୁ କାଠମାଣ୍ଡୁ ଯିବ ୩ ଜଣିଆ ଟିମ୍
ଭୁବନେଶ୍ବର() ପର୍ବତାରୋହୀ କଳ୍ପନା ଦାଶଙ୍କ ମରଶରୀର ଆଣିବାକୁ ପ୍ରକ୍ରିୟା ଜାରି ରହିଛି। ଏଥିପାଇଁ ଓଡ଼ିଶାରୁ ଏକ ଟିମ୍ କାଠମାଣ୍ଡୁ ଯିବ। ଏହି ଟିମ୍ରେ କଳ୍ପନାଙ୍କ ଭାଇ ପ୍ରଦୀପ ଦାଶଙ୍କ ସମେତ ପରିବାରର ୨ ଜଣ ସଦସ୍ୟ ଅଛନ୍ତି। ଅନ୍ତର୍ଜାତୀୟ ପର୍ବତାରୋହୀ ଗଣେଶ ଜେନା ମଧ୍ୟ ଟିମ୍ ସହ ଯିବେ।…