Odia News Portal
Browsing Tag

odisha govt

୮ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଆସିଛନ୍ତି। ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା…

ପ୍ରମୋଦଙ୍କ ଲାଗି ୬ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଟୋକିଓ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଥିବା ଓଡ଼ିଆ ପୁଅ ପ୍ରମୋଦ ଭଗବତଙ୍କ ଲାଗି ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ୬ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କଲେ ରାଜ୍ୟ ସରକାର । ଏହାସହ ଗ୍ରୁପ୍-ଏ ଚାକିରି ମଧ୍ୟ ପ୍ରମୋଦଙ୍କୁ ଦିଆଯିବ ବୋଲି ଘୋଷଣା କରିଛନ୍ତି ସରକାର।…

ଶିକ୍ଷାନୁଷ୍ଠାନ ଓ ଘରୋଇ ବସର ଟିକସ ଛାଡ଼ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ମୋଟର ଯାନ ଟିକସ ଛାଡ଼ କଲେ ରାଜ୍ୟ ସରକାର। ଘରୋଇ ବସ୍ ଏବଂ ଶିକ୍ଷାନୁଷ୍ଠାନ ବସ୍ ଗୁଡ଼ିକର ଟିକସ ଛାଡ଼ କରାଯାଇଛି। ଅଗଷ୍ଟ ଓ ସେପ୍ଟେମ୍ବର ମାସ ପାଇଁ ଟିକସ ଦେବେନି ବସ୍ ମାଲିକ। ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି କଲା ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ। ଲକ୍ଡାଉନ ପାଇଁ ବସ୍…

ତୃତୀୟ ଲହର ସୂଚନା ନେଇ ଲୋକେ ଦ୍ୱନ୍ଦରେ, କେନ୍ଦ୍ର ଓ ରାଜ୍ୟର ଭିନ୍ନ ମତ

ଭୁବନେଶ୍ୱର : କରୋନାର ତୃତୀୟ ଲହରକୁ ନେଇ ରାଜ୍ୟବାସୀ ବାଉଳା । ଆଉ ଏହି ବାଉଳା କରୁଛି ଖୋଦ୍ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରୱାଲ ବିଶ୍ୱର ବିଭିନ୍ନ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ତୃତୀୟ ଲହର ନେଇ ଚେତାବନୀ…

କରୋନା ଜନିତ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ଶ୍ୱେତପତ୍ର ପ୍ରଦାନ କରିବାକୁ ଦାବି କଲା ବିଜେପି

ଭୁବନେଶ୍ୱର: କରୋନା ମୃତ୍ୟୁକୁ ନେଇ ବିଜେପି ବିଧାୟକ ମୋହନ ମାଝୀ ପ୍ରେସମିଟ୍ ଜରିଆରେ ମତ ରଖିଛନ୍ତି । ସେ ଏଥିରେ କରୋନାଜନିତ ମୃତ୍ୟୁ ରିପୋର୍ଟକୁ ନେଇ ପ୍ରଶ୍ନ କରିଛନ୍ତି । ସେ କହିଛନ୍ତି ଯେ, ଗଣମାଧ୍ୟମ ପରିସଂଖ୍ୟାନ ଓ ସରକାରଙ୍କ ପରିସଂଖ୍ୟାନରେ ତାଳମେଳ ଖାଉନି । ଓଡ଼ିଶାରେ ସ୍ୱାସ୍ଥ୍ୟ…

ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲା କଂଗ୍ରେସ

ଭୁବନେଶ୍ୱର: କୋଭିଡ ରିପୋର୍ଟକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ । ସରକାର ମିଛ କହୁଥିବା କହିଛି କଂଗ୍ରେସ । କୋଭିଡରେ ମୃତ୍ୟୁକୁ ନେଇ ରାଜ୍ୟ ସରକାର ମିଛ କହୁଛନ୍ତି । ମଶାଣୀ ରିପୋର୍ଟ ଓ ସରକାରୀ ରିପୋର୍ଟରେ ତାଳମେଳ ରହୁନାହିଁ । ସରକାର କୋଭିଡ ମୃତ୍ୟୁକୁ ଲୁଚାଉଥିବା…

କରୋନା ସମୟରେ ଆମ୍ବୁଲାନ୍ସ ଭଡା ଧାର୍ଯ୍ୟ କଲେ ରାଜ୍ୟ ସରକାର

ଭୁବନେଶ୍ବର: କରୋନା ସମୟରେ ଧାର୍ଯ୍ୟ ହେଲା ଘରୋଇ ଆମ୍ବୁଲାନ୍ସ ପାଇଁ ଭଡ଼ା। ପରିବହନ ବିଭାଗର ନିଷ୍ପତି ମୁତାବକ ରୋଗୀ ପରିବହନ ପାଇଁ ମାରୁତି ଓମିନି ଆମ୍ବୁଲାନ୍ସ ଭଡ଼ା ବାବଦରେ ୭୫୦ଟଙ୍କା ନେଇପାରିବେ । ସେହିପରି ମାରୁତି ଓମିନି ଲାଇଫ ସପୋର୍ଟ ଆମ୍ଭୁଲାନ୍ସ ଭଡ଼ା ଆକାରରେ ୧୦୦୦ଟଙ୍କା…

ସୁଟିଂ ଉପରେ ଲାଗିଲା ରୋକ୍‌, ବଢ଼ିଲା ନିର୍ମାତାଙ୍କ ଅସୁବିଧା

ଭୁବନେଶ୍ବର: ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ ।ଆଉ ଏହା ମଧ୍ୟରେ ଫିଲ୍ମ ଓ ଟେଲିଭିଜନ୍‌ ସିରିଏଲ୍‌ ଜଗତକୁ ଲାଗିଛି ବଡ଼ ଝଟକା । ସଂକ୍ରମଣକୁ ଦୃଷ୍ଟିରେ ରଖି ଫିଲ୍ମ ଓ ଟେଲିଭିଜନ୍‌ ସିରିଏଲ୍‌ ସୁଟିଂ ଉପରେ ରୋକ୍‌ ଲଗାଇଛନ୍ତି ଏସଆରସି । ରାଜ୍ୟରେ ଇନ୍ ଡୋର୍ ଓ ଆଉଟ୍…

ଶ୍ରମିକଙ୍କ ପାଇଁ ହେଲପଲାଇନ୍ ନମ୍ବର ଜାରି କଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟରେ ମହାମାରୀ କରୋନା କାୟା ବିସ୍ତାର କରି ଚାଲିଛି ।ତେବେ ଏହି ମହାମାରୀ ସମୟରେ ରାଜ୍ୟ ସରକାର ଶ୍ରମିକଙ୍କ ସମସ୍ୟା ପ୍ରତି ସଚେତନ ଅଛନ୍ତି । ଶ୍ରମିକମାନେ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନ ହେବେ, ସେଥିପାଇଁ ହେଲପଲାଇନ୍ ନମ୍ବର ଜାରି କରିଛନ୍ତି ରାଜ୍ୟ ସରକାର । ତେବେ…