Odia News Portal
Browsing Tag

Odisha High Court

ହାଜତ ମୃତ୍ୟୁର ସତ୍ୟପାଠ ଦାଖଲ

କଟକ: ପୁରୀ ବାସେଳି ସାହି ଥାନା ପୋଲିସ ହେପାଜତରେ ମୃତ୍ୟୁ ଘଟଣାକୁ ରାଜ୍ୟ ସରକାରଙ୍କ ଅସ୍ୱୀକାର କରିଛନ୍ତି। ପୁରୀ ହାଜତ ମୃତ୍ୟୁ ନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି ରାଜ୍ୟ ସରକାର । ସତ୍ୟପାଠ ସହ ପୋଷ୍ଟମର୍ଟମ ରିପୋର୍ଟ ଦାଖଲ କରିଛନ୍ତି ରାଜ୍ୟ ସରକାର । ତେବେ ରିପୋର୍ଟରେ ହାଜତ…

ସ୍କୁଲ ଫି ମାମଲାରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

ଭୁବନେଶ୍ୱର : ହାଇକୋର୍ଟରେ ସ୍କୁଲ ଫି ମାମଲା ପ୍ରସଙ୍ଗର ଶୁଣାଣି । ରାଜ୍ୟ ସରକାର ଦେଇଥିବା ରିହାତି ପ୍ରସ୍ତାବକୁ କାର୍ଯ୍ୟକାରୀ କରିବାକୁ ଅନୁମତି ଦେଲେ କୋର୍ଟ । କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ହୋଇଥିବା ଉଚ୍ଚସ୍ତରୀୟ କମିଟିର ନିଷ୍ପତ୍ତି ଗ୍ରହଣ କରିବା ଲାଗି ଆଜି ନିର୍ଦ୍ଦେଶ ଦେଇଛନ୍ତି…

ଶପଥ ନେଲେ ଜଷ୍ଟିସ ଡକ୍ଟର ଏସ ମୁରଲୀଧର

ଭୁବନେଶ୍ୱର : ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ଡକ୍ଟର ଏସ୍. ମୁରଲୀଧର । ରାଜଭବନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଜଷ୍ଟିସ୍ ମୁରଲୀଧରଙ୍କୁ ଶପଥ ପାଠ କରାଇଛନ୍ତି । ଶପଥ ପାଠ କାର୍ଯ୍ୟକ୍ରମରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମେତ…

ପରୀ ଦୁଷ୍କର୍ମ ଓ ହତ୍ୟା ମାମଲାରେ ତୁରନ୍ତ ଚାର୍ଜସିଟ୍ ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ପରୀ ମାମଲାରେ ତୁରନ୍ତ ଚାର୍ଜସିଟ୍ ଦାଖଲ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ। ଘଟଣାର ତଦନ୍ତ କରୁଥିବା ଏସଆଇଟିକୁ ଚାର୍ଜସିଟ୍ ଦାଖଲ କରିବା ଲାଗି ଦେଲେ ନିର୍ଦ୍ଦେଶ। ସୂଚନା ଅନୁସାରେ, ଆବେଦନକାରୀ ପଦ୍ମାଳୟା ମହାପାତ୍ରଙ୍କ ପକ୍ଷରୁ ଦାଖଲ ହୋଇଥିଲା ସତ୍ୟପାଠ।ପରୀ ହତ୍ୟା ଓ ଦୁଷ୍କର୍ମ…