ଆଜି ଗୃହରେ ଦୁଇ ବିଭାଗର ଖର୍ଚ୍ଚ ଦାବି ଆଲୋଚନା
ବିଧାନସଭାର ବଜେଟ ଅଧିବେଶନର ଦ୍ୱିତୀୟ ପର୍ୟ୍ୟାୟରେ ବିଭାଗୀୟ ଖର୍ଚ୍ଚଦାବି ଆଲୋଚନା ଜାରି ରହିଛି । ଗତକାଲି ଏସସିଏସଟି ଓ ସଂଖ୍ୟାଲଘୁ ବିଭାଗର ଖର୍ଚ୍ଚଦାବି ଗୃହୀତ ହୋଇଛି । ଆଜି ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଉଚ୍ଚଶିକ୍ଷା ବିଭାଗର ୩ ହଜାର ୧୭୨ କୋଟି ୮୭ ଲକ୍ଷ ୧୦ ହଜାର ଟଙ୍କାର ଖର୍ଚ୍ଚଦାବି!-->…
