Odia News Portal
Browsing Tag

odisha news

ବିଶ୍ୱ ପ୍ରସିଦ୍ଧ କୋଣାର୍କ ମନ୍ଦିର ବୁଲି ଦେଖିଲେ ରାଷ୍ଟ୍ରପତି

ପୁରୀ: ବିଶ୍ୱ ପ୍ରସିଦ୍ଧ କୋଣାର୍କ ମନ୍ଦିର ବୁଲି ଦେଖିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ପୁରୀରୁ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ କୋଣାର୍କ ପହଞ୍ଚିବା ପରେ କଡା ସୁରକ୍ଷା ମଧ୍ୟରେ ସୂର୍ଯ୍ୟ ମନ୍ଦିର ବୁଲି ଦେଖିଛନ୍ତି ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀ

‘ସମର୍ପଣ ନିଧି’କୁ ରାଷ୍ଟ୍ରପତିଙ୍କ ଲକ୍ଷେ ଟଙ୍କା ଦାନ

ପୁରୀ: ସୋମବାର ସକାଳେ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ତାଙ୍କ ସହ ରାଷ୍ଟ୍ରପତିଙ୍କ ପତ୍ନୀ ସବିତା କୋବିନ୍ଦ ମଧ୍ୟ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଶ୍ରୀମନ୍ଦିରରେ ପହଞ୍ଚିବା ପରେ ସିଂହଦ୍ବାର ନିକଟରେ ସ୍ବାଗତ କରିଥିଲେ ଗଜପତି ଦିବ୍ୟସିଂହ

‘ହସ୍ପିଟାଲ ଦ୍ୱାରା ପ୍ରତ୍ୟକ୍ଷ ଓ ପରୋକ୍ଷରେ ହେବ ନିଯୁକ୍ତି ସୃଷ୍ଟି’: ରାଷ୍ଟ୍ରପତି

ରାଉରକେଲା: ଆଇଜିଏଚ ସୁପର ସ୍ପେଶାଲିଟି ହସ୍ପିଟାଲର ଉଦଘାଟନ | ରାଉରକେଲା ଆଇଜିଏଚ ସୁପର ସ୍ପେଶାଲିଟି ହସ୍ପିଟାଲ ଉଦଘାଟନ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ୨ଶହ ଶଯ୍ୟା ବିଶିଷ୍ଟ ଡ଼ାକ୍ତରଖାନା ଲୋକାର୍ପିତ ହୋଇଛି । ତେବେ ଏହି ଅବସରରେ ରାଷ୍ଟ୍ରପତି ସମ୍ବୋଧନ କରି କହିଛନ୍ତି,