Sign in
Sign in
Recover your password.
A password will be e-mailed to you.
Browsing Tag
odisha news
ଡ୍ରାଇଭରକୁ ପିଟି ପିଟି ମାରିଦେଲେ
ବ୍ରହ୍ମପୁର: ଡ୍ରାଇଭରକୁ ପିଟି ପିଟି ମାରିଦେଲେ ଉତ୍ତ୍ୟକ୍ତ ଲୋକେ । ଏଭଳି ସମ୍ବେଦନଶୀଳ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲାରେ । ଟିପ୍ପର ଧକ୍କାରେ ବାଇ୍ ଆରୋହୀଙ୍କ ମୃତ୍ୟୁକୁ କେନ୍ଦ୍ରକରି ସ୍ଥାନୀୟ ଲୋକମାନେ ଆଇନକୁ ହାତକୁ ନେଇଯାଇଛନ୍ତି । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି!-->…
ବ୍ରହ୍ମପୁର ବୁଢୀ ଠାକୁରାଣୀଙ୍କ ଯାତ୍ରାକୁ ମିଳିଲା ଅନୁମତି
ବ୍ରହ୍ମପୁର: ଚଳିତ ବର୍ଷ ହେବ ବ୍ରହ୍ମପୁର ବୁଢୀ ଠାକୁରାଣୀଙ୍କ ଯାତ୍ରା । ଏନେଇ ଅନୁମତି ଦେଇଛନ୍ତି ବିଇଏମସି କମିଶନର ଡା.ସିଦ୍ଧେଶ୍ୱର ବଳିରାମ ବୋନ୍ଦର । ଏନେଇ ସେ ଟ୍ୱିଟ୍ ଯୋଗେ ଅବଗତ କରାଇଛନ୍ତି । ତେବେ ୭ ଦିନ ଧରି ଏହି ଯାତ୍ରା କରିବାକୁ ଅନୁମତି ଦେଇଛି ପ୍ରଶାସନ । କୋଭିଡ୍ ଗାଇଡଲାଇନ୍!-->…
ରାଜଭବନରେ ପହଁଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
ଭୁବନେଶ୍ୱର : ତିନି ଦିନିଆ ଗସ୍ତରେ ଆସି ଆଜି ସଂଧ୍ୟାରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏକ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଆସି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେପହଞ୍ଚିଛନ୍ତି ରାଷ୍ଟ୍ରପତି । ଏହି ସମୟରେ ବିମାନବନ୍ଦରରେ ରାଜ୍ୟପାଳ ଗଣେଶିଲାଲ, ମୁଖ୍ୟମନ୍ତ୍ରୀ!-->…
ଆଗକୁ ଚେକିଂ, ଚଢ଼ାଉ ଜୋରଦାର
ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ କ୍ରମଶଃ କାୟା ମେଲାଉଛି । ଅନ୍ୟପକ୍ଷରେ ଦେଶର ମହାରାଷ୍ଟ୍ର ଭଳି କିଛି ରାଜ୍ୟରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ମଧ୍ୟ ଆରମ୍ଭ ହେଲାଣି । ତେଣୁ ସଂକ୍ରମଣ ରୋକିବାକୁ ଆଗକୁ ଚେକିଂ ଏବଂ ଚଢ଼ାଉ ଜୋରଦାର ହେବ ବୋଲି କହିଛନ୍ତି ଏସଆରସି ପ୍ରଦୀପ୍ତ ଜେନା ।!-->…
କରୋନା ଚିନ୍ତା , ସବୁ ରାଜ୍ୟକୁ କେନ୍ଦ୍ରର ଚିଠି
ନୂଆଦିଲ୍ଲୀ : କରୋନା ଭାଇରସ ମହାମାରୀ ଦେଶରେ ପୁଣି ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି। ଗତ ଥର ଭଳି ଏଥର ମଧ୍ୟ ମହାରାଷ୍ଟ୍ର, କେରଳ, କର୍ଣ୍ଣାଟକ ପୁଣି ସବୁଠୁ ଅଧିକ ପ୍ରଭାବିତ ରାଜ୍ୟରେ ପରିଣତ ହୋଇଛନ୍ତି। ଏହି ସବୁ ରାଜ୍ୟରେ ଅଚାନକ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି।!-->…
କେମିକାଲ୍ ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ୫ ମୃତ
ମୁମ୍ବାଇ : ମହାରାଷ୍ଟ୍ରର ରତ୍ନଗିରି ଅଞ୍ଚଳରେ ଅବସ୍ଥିତ ଏକ କେମିକାଲ୍ ଫ୍ୟାକ୍ଟ୍ରିରେ ଭୀଷଣ ବିସ୍ଫୋରଣ। ଏହି ଅଘଟଣରେ ୫ ଜଣ କର୍ମଚାରୀଙ୍କ ଜୀବନ ଯାଇଥିବା ଜଣାପଡ଼ିଛି। ଏହା ସହ ଜଣେ କର୍ମଚାରୀ ଆହତ ହୋଇଛନ୍ତି। ବିସ୍ଫୋରଣ ପରେ ଭୀଷଣ ଅଗ୍ନିକାଣ୍ଡ ଘଟିଥିବା ଜଣେ ପୋଲିସ କର୍ମଚାରୀ!-->…
ଶକ୍ତିଶାଳୀ ଭୂକମ୍ପରେ ଥରିଲା ଜାପାନ
ନୂଆଦିଲ୍ଳୀ : ଜାପାନର ଟୋକିଓରେ ଭୂକମ୍ପର ଜବରଦସ୍ତ ଝଟକା ଅନୁଭୂତ ହୋଇଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍ର ୭.୨ ବୋଲି ଜଣାପଡ଼ିଛି। ଭୂମିକମ୍ପ ପରେ ପରେ ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ ସୁନାମୀ ଆଲର୍ଟ ଜାରି କରାଯାଇଛି। ତେବେ ସ୍ଥାନୀୟ ଅଞ୍ଚଳରେ ଭୂମିକମ୍ପ ପରେ ସୁନାମୀର ପ୍ରଥମ ଲହର ଏକ!-->…