Odia News Portal
Browsing Tag

odisha news

୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି

ଭୁବନେଶ୍ୱର : ଏପ୍ରିଲ୍ ୨ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ । ଉତ୍କଳ ବିଶ୍ୱବିଦ୍ୟାଳୟର ଦୀକ୍ଷାନ୍ତ ସମାରୋହରେ ଉପରାଷ୍ଟ୍ରପତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହି ଉତ୍ସବରେ ପ୍ରାୟ ୧୮୦ ଜଣ ଛାତ୍ରୀଛାତ୍ରୀଙ୍କୁ ପିଏଚଡି ଏବଂ ଡିଏଲ୍ଇଟ୍ ପ୍ରଦାନ

ବନ୍ଧୁକ ଦେଖାଇ ୨୧ ଲକ୍ଷ ଟଙ୍କା ଲୁଟ୍

ସୁବର୍ଣ୍ଣପୁର: ବ୍ୟାଙ୍କ ଠିକା କର୍ମଚାରୀଙ୍କ ଠାରୁ ୨୧ ଲକ୍ଷ ଟଙ୍କା ଲୁଟ୍। ଏଟିଏମ୍‌ରେ ଟଙ୍କା ଭରିବାକୁ ଯିବା ବେଳେ ଲୁଟି ନେଲେ ଦୁର୍ବୃତ୍ତ। ବାଘଲପୁର ଛକ ନିକଟରେ ଏହି ଲୁଟ୍ ଘଟଣା ଘଟିଛି । ୩ ଟି ବାଇକରେ ଆସିଥିବା ୬ ଜଣ ଲୁଟେରା ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଟଙ୍କା ଲୁଟି ନେଇଥିବା

ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ଦେଲା ବିଜେଡି

ଭୁବନେଶ୍ୱର: ଲଗାତାର ୫ ଦିନ ହେଲା ମଣ୍ଡି ପ୍ରସଙ୍ଗକୁ ନେଇ ଗୃହରେ ହଙ୍ଗାମା କରୁଛନ୍ତି ବିରୋଧୀ । ହଟ୍ଟଗୋଳ ଯୋଗୁଁ ଗୃହକୁ ବାରମ୍ବାର ମୁଲତବୀ ଘୋଷଣା କରୁଛନ୍ତି ବାଚସ୍ପତି । ଆଜି ଅପରାହ୍ଣ ୪ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରାଯାଇଛି । ବିରୋଧୀ ମଣ୍ଡି ପ୍ରସଙ୍ଗରେ ସରକାରଙ୍କୁ ଟାର୍ଗେଟ

କ୍ଷମା ଜିଦରେ ଅଚଳ ଗୃହ,୪ଟା ଯାଏଁ ମୁଲତବି

ଭୁବନେଶ୍ୱର: ଲଗାତର ପଞ୍ଚମ ଦିନ ମଧ୍ୟ ଚାଲିପାରିଲାନି ଗୃହ । ଶାସକ ଏବଂ ବିରୋଧୀ ଦଳର ସଦସ୍ୟଙ୍କ ଜିଦ୍ ଯୋଗୁଁ ଗୃହ ଚାଲିପାରୁନି । ଗୃହ କାର୍ଯ୍ୟ ଆରମ୍ଭରୁ ଉଭୟ ଶାସକ-ବିରୋଧୀ ସଦସ୍ୟଙ୍କ ନାରାବାଜି । ଗୃହରେ ହଟ୍ଟଗୋଳ ଯୋଗୁଁ ଦିନ ୧୨ଟା ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ମୁଲତବି ହୋଇଥିବା ସମୟରେ

ପଞ୍ଚମ ଦିନ ଗୃହ ଅଚଳ,ଦିନ ୧୨ଟା ଯାଏଁ ମୁଲତବି

ଭୁବନେଶ୍ୱର: ଲଗାତର ପଞ୍ଚମ ଦିନ ବି ଚାଲିପାରିଲାନି ଗୃହ । ଶାସକ ଏବଂ ବିରୋଧୀ ଦଳର ସଦସ୍ୟଙ୍କ ଜିଦ୍ ଯୋଗୁଁ ଗୃହ ଚାଲିପାରୁନି । ଗୃହ କାର୍ଯ୍ୟ ଆରମ୍ଭରୁ ଉଭୟ ଶାସକ-ବିରୋଧୀ ସଦସ୍ୟଙ୍କ ନାରାବାଜି । ଗୃହରେ ହଟ୍ଟଗୋଳ ଯୋଗୁଁ ଦିନ ୧୨ଟା ଯାଏଁ ଗୃହ କାର୍ଯ୍ୟ ମୁଲତବି ରଖିଲେ ବାଚସ୍ପତି । ମଣ୍ଡି