Odia News Portal
Browsing Tag

odisha news

ଶ୍ରୀମନ୍ଦିର ପାଇଁ ୨୦୨ କୋଟିର ବଜେଟ୍

ପୁରୀ: ୨୦୨୧-୨୨ରେ ଶ୍ରୀମନ୍ଦିର ପାଇଁ ୨୦୨ କୋଟି ଟଙ୍କାର ବଜେଟ ପ୍ରସ୍ତୁତ କଲା ଅର୍ଥ ସବ୍ କମିଟି । ଆଗାମୀ ପରିଚାଳନା କମିଟିରେ ହେବ ବଜେଟ୍ ଅନୁମୋଦିତ। ରଥ ପାଇଁ ୧୧ କୋଟି ବ୍ୟୟ ବରାଦ ହୋଇଥିବା ବେଳେ ସେବାୟତଙ୍କ ଚିକିତ୍ସା ଓ ସୁରକ୍ଷା ପାଇଁ ୫୦ ଲକ୍ଷ। ୫ କୋଟି ଟଙ୍କା ସେବାୟତଙ୍କ ସହାୟତା

ତୀରଥ ସିଂହ ରାୱତ ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ

ଉତ୍ତରାଖଣ୍ଡ: ଘୋଷଣା ହୋଇଛି ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ । ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ପ୍ରଚାରକ ତଥା ବିଜେପିର ବରିଷ୍ଠ ନେତା ତୀରଥ ସିଂହ ରାୱତଙ୍କୁ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ପ୍ରଦାନ କରା ଯାଇଛି। ଡେରାଡୁନ ସ୍ଥିତ ବିଜେପି କାର୍ଯ୍ୟାଳୟରେ ବସିଥିବା ବିଜେପି ବିଧାୟକ ଦଳ

୧୦ରୁ ସମସ୍ତ ବିଧାୟକଙ୍କ କୋଭିଡ୍ ଟେଷ୍ଟ

ଭୁବନେଶ୍ୱର: ଆସନ୍ତା ୧୨ତାରିଖରୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । କରୋନା ସଂକ୍ରମଣକୁ ଆଖି ଆଗରେ ରଖି ଏହି ଅଧିବେଶନ ପୂର୍ବରୁ କେତେକ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇ କହିଛନ୍ତି ଯେ,

ବିକାଶର ନୂଆଚିତ୍ର ଦେଖିବ ନୂଆପଡ଼ା

ଭୁବନେଶ୍ୱର: ଆସନ୍ତାକାଲି ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ସମସ୍ତ ପ୍ରସ୍ତୁତି କରାଯାଇଛି । ରାଜ୍ୟ ସରକାର ସମ ବିକାଶକୁ ଗୁରୁତ୍ୱ ଦେଉଥିବାରୁ ପ୍ରାୟ ୪ ହଜାର କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିପାରନ୍ତି ନବୀନ । ପଛୁଆ ଜିଲ୍ଲାକୁ ଆଗକୁ ଆଣିବା ପାଇଁ ସରକାର