Odia News Portal
Browsing Tag

odisha news

ଶିମିଳିପାଳ ଅଗ୍ନିକାଣ୍ଡରେ କଡ଼ା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ମୟୂରଭଞ୍ଜ: ଶିମିଳିପାଳ ଅଗ୍ନିକାଣ୍ଡ ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ । ଏନେଇ କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରକାଶ ଜାଭଡେକରଙ୍କ ଟ୍ୱିଟ୍ । ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ । ଏନେଇ ରିପୋର୍ଟ କରିବାକୁ ମଧ୍ୟ ନିର୍ଦ୍ଦେଶ

ପିଆଇବି ପ୍ରମୁଖ ମହାନିର୍ଦ୍ଦେଶକ ହେଲେ ଜୟଦୀପ ଭଟ୍ଟନାଗର

ନୂଆଦିଲ୍ଲୀ: ପ୍ରେସ୍‌ ଇନଫରମେସନ୍‌ ବ୍ୟୁରୋ (ପିଆଇବି)ର ପ୍ରମୁଖ ମହାନିର୍ଦେଶକ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ଜୟଦୀପ ଭଟ୍ଟନାଗର । ୧୯୮୬ ବ୍ୟାଚ୍‌ର ଭାରତୀୟ ସୂଚନା ଅଧିକାରୀ ଭାବେ କାର୍ଯ୍ୟ ଆରମ୍ଭ କରିଥିବା ଜୟଦୀପ ଭଟ୍ଟନାଗର ଏହା ପୂର୍ବରୁ ଦୂରଦର୍ଶନ ସମାଚାର ବିଭାଗ ଏବଂ ଦୂରଦର୍ଶନର