Odia News Portal
Browsing Tag

odisha news

ଟିକା ନେବେ ସୁପ୍ରିମକୋର୍ଟ ବିଚାରପତି

ନୂଆଦିଲ୍ଲୀ: ଆଜି ଟିକା ନେବେ ସୁପ୍ରିମକୋର୍ଟର ସମସ୍ତ ବିଚାରପତି । ସାରାଦେଶରେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ପ୍ରକ୍ରିୟା ଚାଲିଥିବା ସମୟରେ ସୁପ୍ରିମକୋର୍ଟ ବିଚାରପତି ଓ ସେମାନଙ୍କ ପରିବାର ସଦସ୍ୟଙ୍କୁ ଆଜିଠାରୁ କରୋନା ଟିକା ଦିଆଯିବ ବୋଲି ସୂଚନା ମିଳିଛି । ଏପରିକି ସୁପ୍ରିମକୋର୍ଟର

ମାର୍ଚ୍ଚ ରୁ ମେ’ ରାଜ୍ୟରେ ଭୀଷଣ ତାତି

ଭୁବନେଶ୍ବର: ଫେବୃଆରୀ ଶେଷ ନହେଉଣୁ ରାଜ୍ୟରେ ଆରମ୍ଭ ହୋଇଯାଇଛି ଭୀଷଣ ତାତି । ମାର୍ଚ୍ଚ ପହିଲା ବେଳକୁ ୪୦ ଡିଗ୍ରୀ ଉପରେ ବିଭିନ୍ନ ସହରର ତାପମାତ୍ରା । ତେବେ lଖାଲି ଓଡ଼ିଶା ନୁହେଁ, ଓଡ଼ିଶା ସୀମାରେ ଥିବା ଛତିଶଗଡ଼ ଏବଂ ଆନ୍ଧ୍ରପ୍ରଦେଶରେ ମଧ୍ୟ ତାତି ଅସହ୍ୟ ହେବ । ଏହ ସହ କୋଙ୍କଣ ଗୋଆ ଓ

ମହାଶିବରାତ୍ରିରେ ପାଆନ୍ତୁ ମହାଦେବଙ୍କ କୃପା….

ଭୁବନେଶ୍ବର: ଆସୁଛି ମହାଶିବରାତ୍ରି ଯେଉଁ ରାତିରେ ଭକ୍ତଙ୍କ ପାଇଁ ଶିବମୟ ହୋଇଥାଏ ପୁରା ମାହୋଲ। ଶ୍ରଦ୍ଧାର ସହ ମହାଶିବରାତ୍ରି ବ୍ରତ ପାଳନ କଲେ ସବୁ ମନୋସ୍କାମନା ପୂରଣ ହୋଇଥାଏ ବୋଲି ମାନ୍ୟତା ରହିଛି। ଶିବ ଭକ୍ତଙ୍କ ପାଇଁ ମହାଶିବରାତ୍ରିର ବିଶେଷ ମହତ୍ତ୍ୱ ରହିଛି। ପୌରାଣିକ କଥା ଅନୁସାରେ

ଭଗ୍ନ କୀର୍ତ୍ତିରାଜି ଦେଖି ଭାଙ୍ଗି ପଡ଼ିଲେ ସାଂସଦ

ଭୁବନେଶ୍ୱର: ଲିଙ୍ଗରାଜ ମନ୍ଦିର ଓ ପରିପାର୍ଶ୍ୱରେ ଥିବା ପୁରାତନ ମନ୍ଦିର କୀର୍ତିରାଜି ବୁଲି ଦେଖିଲେ ଭୁବନେଶ୍ୱର ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡଙ୍ଗୀ । ପ୍ରତ୍ନତତ୍ୱ ବିଭାଗ ନିର୍ଦ୍ଦେଶକଙ୍କ ଆଗ୍ରହ କ୍ରମେ ଆଜି ଏକାମ୍ର କ୍ଷେତ୍ର ବୁଲି ଦେଖିଛନ୍ତି ଭୁବନେଶ୍ୱର