Odia News Portal
Browsing Tag

odisha news

ପାଠକ ବାପ ପୁଅଙ୍କୁ ଜାମିନ୍

ଭୁବନେଶ୍ୱର: ପାଠକ ବାପ ପୁଅଙ୍କୁ ମିଳିଲା ଜାମିନ | ଠକେଇ ମାମଲାରେ ଗିରଫ ହୋଇଥିବା ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ପାଠକଙ୍କୁ ଶେଷରେ ଜାମିନ୍ ମିଳିଛି। ପାଠକ ବାପ ଓ ପୁଅଙ୍କୁ ଟ୍ରାଭେଲ୍ସ ବିଲ୍ ଠକେଇ ମାମଲାରେ ହାଇକୋର୍ଟ ଜାମିନ୍ ପ୍ରଦାନ କରିଛନ୍ତି। ଖାରବେଳ ନଗର ଥାନାରେ

ଲୋକସେବା ଆୟୋଗ ଅଧ୍ୟକ୍ଷ ହେଲେ ସତ୍ୟଜିତ୍ ମହାନ୍ତି

ଭୁବନେଶ୍ୱର: ପୋଲିସ୍‌ ବିଭାଗରେ ୩୩ ବର୍ଷ କାମ କରିବା ପରେ ଗତକାଲି ସ୍ୱେଚ୍ଛାକୃତ ଅବସର ନେଇଥିବା ଆଇ.ପି.ଏସ୍ ସତ୍ୟଜିତ ମହାନ୍ତି ଆଜି ଲୋକସେବା ଆୟୋଗ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଗତକାଲି ସ୍ୱେଚ୍ଛାକୃତ ଅବସର ନେବା ପରେ ତାଙ୍କୁ କଟକରେ ବିଦାୟୀ ସମ୍ବର୍ଦ୍ଧନା ଦିଆଯାଇଥିଲା।