Odia News Portal
Browsing Tag

odisha news

ତଦନ୍ତ ପରେ ବିହିତ କାର୍ଯ୍ୟାନୁଷ୍ଠାନ: ପିସିସି ସଭାପତି

ଭୁବନେଶ୍ୱର: ଆଜି କଂଗ୍ରେସ ଭବନରେ ଦୁଇଗୋଷ୍ଠୀ ମୁହାଁମୁହିଁ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ।ସେ କହିଛନ୍ତି ପୁଙ୍ଖାନୁପୁଙ୍ଖ ତଦନ୍ତ ପରେ ବିଶୃଙ୍ଖଳାକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ | କଂଗ୍ରେସ ଭବନରେ ଆଜି ଦିନ ୧୧ଟାବେଳେ ଓବିସି

ଭୁବନେଶ୍ୱର ବିମାନବନ୍ଦରରେ ସ୍କ୍ରିନିଂ ଆରମ୍ଭ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ନିଦ ହଜାଇଲାଣି କରୋନାର ୨ୟ ଷ୍ଟ୍ରେନ୍‌ । ସଂକ୍ରମଣକୁ ଦୃଷ୍ଟିରେ ରଖି ଆଗୁଆ ପଦକ୍ଷେପ ନିଆଯାଇଛି ।ଏବଂ ଆଜିଠାରୁ ବିମାନବନ୍ଦରରେ ସ୍କ୍ରିନିଂ ପ୍ରକ୍ରିୟା ଆରମ୍ଭ ହୋଇଛି । ବାହାର ରାଜ୍ୟରୁ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସ୍କ୍ରିନିଂ କରାଯିବ । କରୋନାର ୨ୟ

ମାର୍ଚ୍ଚ ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢ଼ା

ଭୁବନେଶ୍ୱର: ମାର୍ଚ୍ଚ ପହିଲାରୁ ଯୁକ୍ତ ୩ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଅନ୍‌ଲାଇନ୍‌ ପାଠପଢ଼ା ଆରମ୍ଭ । ଏନେଇ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ବିଶ୍ୱବିଦ୍ୟାଳୟ କୁଳପତି ଓ ସରକାରୀ ଏବଂ ଘରୋଇ ମହାବିଦ୍ୟାଳୟର ଅଧ୍ୟକ୍ଷମାନଙ୍କୁ ଚିଠି ଲେଖିଛନ୍ତି । ରାଜ୍ୟରେ