Odia News Portal
Browsing Tag

odisha news

ନିର୍ବାଚନୀ ବିଗୁଲ୍: ମେ’ ୨ରେ ୪ ଟି ରାଜ୍ୟ ଫଳାଫଳ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ, ପୁଡୁଚେରୀ ଓ କେରଳ ବିଧାନସଭା ନିର୍ବାଚନ ତାରିଖ ଆଜି ଘୋଷଣା। ନିର୍ବାଚନ ଆୟୋଗ ଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନରେ ଆଜି ଏନେଇ ପ୍ରେସମିଟ୍ ଜରିଆରେ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ତେବେ ସାମ୍ବାଦିକ ସମ୍ମିଳନୀ ଆରମ୍ଭ ପୂର୍ବରୁ କୋଭିଡ

ଯୋଗ୍ୟତା ଭିତ୍ତିରେ ମିଳିବ ନିଯୁକ୍ତି: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ଆନ୍ଦୋଳନରତ ଏଏନ୍‌ଏମ୍‌ଙ୍କ ପ୍ରସଙ୍ଗରେ ଗୃହରେ ବିବୃତ୍ତି ରଖିଥିଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ। କୋଭିଡ୍‌ ସମୟରେ କାମ କରିଥିବା ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯିବ ବୋଲି ସେ କହିଛନ୍ତି। ରାଜ୍ୟରେ ୧୦୯୯ ଖାଲି ଥିବା ଏଏନ୍‌ଏମ୍‌ ପଦବୀରେ ନିଯୁକ୍ତ ଦିଆଯିବ।

ଗୃହରେ ବିଜେପି ବିଧାୟକଙ୍କ ଆତ୍ମହତ୍ୟା ଧମକ

ଭୁବନେଶ୍ୱର: ବିଧାନସଭା ଗୃହରେ ବିଜେପି ବିଧାୟକଙ୍କ ଆତ୍ମହତ୍ୟା ଧମକ। ମଣ୍ଡିରୁ ଧାନ ଉଠାଇବା ନେଇ ଗୃହରେ ବିଜେପି ସଦସ୍ୟମାନେ ଆଜି ହୋହାଲ୍ଲା କରିଛନ୍ତି।ମଣ୍ଡିରେ ଥିବା ଧାନ ତୁରନ୍ତ ନ ଉଠାଇଲେ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ ଗୃହରେ ଆତ୍ମହତ୍ୟା ଧମକ ଦେଇଛନ୍ତି। ଦୀର୍ଘଦିନ ହେବ