Odia News Portal
Browsing Tag

odisha news

ପିହୁର ମା’ଙ୍କୁ ଉଠାଇନେଲା ପୋଲିସ

କଟକ: ଯାଜପୁର ବହୁଚର୍ଚ୍ଚିତ ଶିଶୁ କନ୍ୟା ପିହୁ ନିଖୋଜ ଘଟଣାରେ ନୂଆ ଟ୍ଵିଷ୍ଟ | ଭୁବନେଶ୍ୱର ଆସୁଥିବା ପିହୁର ମା'ଙ୍କୁ ଉଠାଇନେଲା ପୋଲିସ | ଓଏମପି ଛକରେ ବସ୍ ଅଟକାଇ ପିହୁର ମାଙ୍କୁ କବଜାକୁ ନେଲା ପୋଲିସ | ତେବେ ପୋଲିସ ତାଙ୍କୁ ଚାଉଳିଆଗଞ୍ଜ ଥାନାକୁ ନେଇ ପଚରାଉଚରା କରୁଛି ବୋଲି

ସାଂସଦ ଅପରାଜିତାଙ୍କୁ ମନ୍ତ୍ରୀ ଅଶୋକ ପଣ୍ଡାଙ୍କ ୪ ପ୍ରଶ୍ନ

ଭୁବନେଶ୍ୱର: ଏକାମ୍ର କ୍ଷେତ୍ର ବାଇ-ଲ ପ୍ରସଙ୍ଗରେ ପୁଣି ଟାର୍ଗେଟରେ ଭୁବନେଶ୍ୱର ସାଂସଦ। ବାଇ-ଲ ପ୍ରସଙ୍ଗରେ ସାଂସଦ ଅପରାଜିତା ଷଢଙ୍ଗୀଙ୍କୁ ୪ଟି ପ୍ରଶ୍ନ ପଚାରିଛନ୍ତି ଅଶୋକ ପଣ୍ଡା । କହିଛନ୍ତି, ସଂସଦରେ ଏହି ପ୍ରସଙ୍ଗ ଉଠାଇ ପାରିଥାନ୍ତେ ସାଂସଦ । ସଂସଦ ଠାରୁ ବଡ ଫୋରମ ଆଉ କଣ ଅଛି, ସେଠାରେ

ଟିକା ନନେଲେ ମିଳିବନି ସରକାରୀ ସୁବିଧା !

ଭୁବନେଶ୍ବର: ସ୍ୱାସ୍ଥ୍ୟ କର୍ମୀ ଓ ସମ୍ମୁଖ ଯୋଦ୍ଧାଙ୍କୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସତର୍କ ବାଣୀ । ଜାଣିଶୁଣି କରୋନା ଟିକା ନ ନେଲେ ଅସୁବିଧାରେ ପଡ଼ିପାରନ୍ତି କରୋନା ଯୋଦ୍ଧା । ଟିକା ନ ନେଲେ ମିଳିବ ନାହିଁ କୌଣସି ସରକାରୀ ସୁବିଧା,ଏହାସହ ମାଗଣା ଚିକିତ୍ସା କିମ୍ବା ମୃତ୍ୟୁ ପରେ

ବିଜୁବାବୁଙ୍କ ଜନ୍ମବାର୍ଷିକୀ ଉପଲକ୍ଷେ ସାଇକେଲ ଶୋଭାଯାତ୍ରା

ଭୁବନେଶ୍ବର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ବିଜୁ ଯୁବଛାତ୍ର ଜନତା ଦଳ ପକ୍ଷରୁ କଟକ ସ୍ଥିତ ବିଜୁବାବୁଙ୍କ ଜନ୍ମସ୍ଥାନ ଆନନ୍ଦ ଭବନ ଠାରୁ ଭୁବନେଶ୍ୱର ବିମାନବନ୍ଦର ସ୍ଥିତ ବିଜୁ ବାବୁଙ୍କ ପ୍ରତି ମୂର୍ତ୍ତି ପର୍ଯ୍ୟନ୍ତ ଏକ ବିଶାଳ ସାଇକେଲ ଯାତ୍ରାର ଆୟୋଜନ

ଓଡ଼ିଆ ବିଶ୍ୱବିଦ୍ୟାଳୟ ନକ୍ସା ଚୂଡାନ୍ତ

ଭୁବନେଶ୍ବର: ପୁରୀ ଜିଲ୍ଲାର ସତ୍ୟବାଦୀ ସ୍ଥିତ ପ୍ରସିଦ୍ଧ ବନ ବିଦ୍ୟାଳୟରେ ପ୍ରତିଷ୍ଠା କରାଯିବ ଓଡ଼ିଆ ବିଶ୍ୱବିଦ୍ୟାଳୟ । ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ବନ ବିଦ୍ୟାଳୟ ପରିସରରେ ଏହି ଓଡ଼ିଆ ଭାଷା ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠା ଏହାର ମର୍ଯ୍ୟାଦାକୁ ବହୁଗୁଣିତ କରିବ । ଏହି ନୂତନ

ଟୁଲକିଟ୍ ମାମଲାରେ ଦିଶାଙ୍କୁ ଆଶ୍ଵସ୍ତି

ନୂଆଦିଲ୍ଲୀ: ଟୁଲକିଟ୍ ମାମଲାରେ ଗିରଫ ଦିଶା ରବିଙ୍କୁ ପଟିଆଲା ହାଉସ୍ କୋର୍ଟ ଜାମିନ୍ ପ୍ରଦାନ କରିଛନ୍ତି । ୧ ଲକ୍ଷ ଟଙ୍କା ମୁଚାଲିକାରେ ଦିଶାଙ୍କୁ ଜାମିନ ପ୍ରଦାନ କରାଯାଇଛି । ଆଜି କୋର୍ଟରେ ଶୁଣାଣି ବେଳେ ପୋଲିସ ଦିଶା ରବିଙ୍କୁ ଆଉ ୪ ଦିନ ରିମାଣ୍ଡରେ ନେବାକୁ ଅପିଲ କରିଥିବା ବେଳେ ଏହାକୁ

ଟିକସ ପଇସାରେ ବିକାଶ କାମ: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: ପେଟ୍ରୋଲ ଓ ଡିଜେଲ ଦରବୃଦ୍ଧିକୁ ନେଇ କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା । କେନ୍ଦ୍ରମନ୍ତ୍ରୀ କହିଛନ୍ତି, ପେଟ୍ରୋଲିୟମ୍ ଉତ୍ପାଦକୁ ଜିଏସଟି ବ୍ୟବସ୍ଥାରେ ଅନ୍ତର୍ଭୁକ୍ତ କରିବା ଲାଗି ଜିଏସଟି କାଉନସିଲକୁ ଅନୁରୋଧ କରାଯାଇଛି। ଏହାଦ୍ବାରା