Odia News Portal
Browsing Tag

odisha news

ଏଥର ରହିବ ପ୍ରଶ୍ନକାଳ ଓ ଶୁନ୍ୟକାଳ

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ବିଧାନସଭାରେ ବଜେଟ ଅଧିବେଶନ ଆରମ୍ଭ ପୂର୍ବରୁ ଆଜି ବସିଛି ସର୍ବଦଳୀୟ ବୈଠକ | ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବିଧାନସଭାରେ ବସିଛି ସର୍ବଦଳୀୟ ବୈଠକ । କାଲିଠାରୁ ଆରମ୍ଭ ହେବାକୁ ଥିବା ବଜେଟ୍ ଅଧିବେଶନକୁ କିଭଳି ପରିଚାଳନା କରାଯିବ ସେନେଇ ଏହି ବୈଠକରେ ଆଲୋଚନା

ବଜେଟ୍ ପୂର୍ବରୁ ୩ ରାଜନୈତିକ ଦଳର ରଣନୀତି ପ୍ରସ୍ତୁତି

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ବିଧାନସଭାରେ ଆରମ୍ଭ ହେବାକୁ ଯାଉଛି ବଜେଟ୍ ଅଧିବେଶନ |ଏଥିପାଇଁ ୩ ରାଜନୈତିକ ଦଳ ପକ୍ଷରୁ ରଣନୀତି ପ୍ରସ୍ତୁତ କରାଯିବ |ଆଜି ଅପରାହ୍ନ ସାଢେ ୫ଟାରେ ବିଜେଡି ବିଧାୟକଙ୍କ ଦ୍ୱାରା ଦଳୀୟ ବୈଠକ ବସିବ । ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ବିଜେଡି ସୁପ୍ରିମୋ ନବୀନ

ବଜେଟ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ବିଧାନସଭାରେ ବଜେଟ ଅଧିବେଶନ ଆରମ୍ଭ ପୂର୍ବରୁ ଆଜି ବସିଛି ସର୍ବଦଳୀୟ ବୈଠକ | ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବିଧାନସଭାରେ ବସିଛି ସର୍ବଦଳୀୟ ବୈଠକ । କାଲିଠାରୁ ଆରମ୍ଭ ହେବାକୁ ଥିବା ବଜେଟ୍ ଅଧିବେଶନକୁ କିଭଳି ପରିଚାଳନା କରାଯିବ ସେନେଇ ଏହି ବୈଠକରେ ଆଲୋଚନା

ରାଜଧାନୀରୁ ଧଳା ଜହର ଜବତ, ମହିଳା ଗିରଫ

ଭୁବନେଶ୍ୱର: ରାଜଧାନୀରୁ ପୁଣି ବ୍ରାଉନସୁଗର ଜବତ ହେଲା ଧଳା ଜହର । ରାଜଧାନୀ ଭୁବନେଶ୍ୱରର ଚାଲିଛି ବେଧଡ଼କ ଧଳା ଜହର କାରବାର। ଅବାକରୀ ବିଭାଗର ବାରମ୍ବାର ଚଢ଼ାଉ ପରେ ମଧ୍ୟ କାୟା ବିସ୍ତାର କରୁଛି ଧଳା ଜହର ବେପାର। ଆଜି ପଳାଶୁଣୀ ଅଞ୍ଚଳରୁ ମହିଳାଙ୍କ ନିକଟରୁ ୧୮୫ ଗ୍ରାମ୍ ବ୍ରାଉନସୁଗାର ଜବତ

ଶ୍ରୀମନ୍ଦିରକୁ ସୁବର୍ଣ୍ଣ ଅଳଙ୍କାର ଦାନ

ପୁରୀ: ଆଜି ପବିତ୍ର ବସନ୍ତ ପଞ୍ଚମୀ ତଥା ରଥକାଠ ଅନୁକୂଳ ଅବସରରେ ଶ୍ରୀମନ୍ଦିରକୁ ଜୈନିକ ଦାତା ସୁବର୍ଣ୍ଣ ଅଳଙ୍କାର ଦାନ କରିଛନ୍ତି ।ତେବେ ଏହି ସୁବର୍ଣ୍ଣ ଅଳଙ୍କାର ମଧ୍ୟରେ ରହିଛି, ବଡଠାକୁର ବଳଭଦ୍ରଙ୍କ ୪୦ଟି ଶ୍ରୀମୁଖ ପଦ୍ମ ଏବଂ ୨ଟି ଝୋବା, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୩ଟି ଶ୍ରୀମୁଖ

ଗଜପତି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ସହାୟତା

ଗଜପତି: ଗଜପତି ଜିଲ୍ଲାର ଆର୍ ଉଦୟଗିରି ଠାରେ ଆଜି ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ବରଣ କରିଛନ୍ତି ।ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୃତକଙ୍କ ପରିବାର ପାଇଁ ଗଭୀର ସମବେଦନା ଜଣାଇବା ସହ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ନବୀନ

ଗଜପତି ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି

ଗଜପତି: ଗଜପତି ଜିଲ୍ଲାର ଆର୍ ଉଦୟଗିରି ଠାରେ ଆଜି ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ବରଣ କରିଛନ୍ତି ।ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୃତକଙ୍କ ପରିବାର ପାଇଁ ଗଭୀର ସମବେଦନା ଜଣାଇବା ସହ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ନବୀନ

ଚନ୍ଦ୍ରଭାଗାରେ ୧୪୪ ଧାରା ଜାରି

ପୁରୀ: ଚନ୍ଦ୍ରଭାଗା ମେଳା ପଡିଆରେ ୧୪୪ ଧାରା ଜାରି । ମାଘମେଳାରେ ଜନ ସମାଗମକୁ ଦୃଷ୍ଟିରେ ରଖି ଚନ୍ଦ୍ରଭାଗା ମେଳା ପଡ଼ିଆରେ ୧୪୪ ଧାରା ଜାରି କରାଯାଇଛି। ଚଳିତ ବର୍ଷ କୋଭିଡ୍‌ କଟକଣା ମଧ୍ୟରେ ଅନୁଷ୍ଠିତ ହେବ ଚନ୍ଦ୍ରଭାଗା ମାଘ ମେଳା । ଜନ ସମାଗମରୁ କରୋନା ବ୍ୟାପିବାର ଆଶଙ୍କା ଥିବାରୁ

ସାରଥିଙ୍କୁ ମିଳିଲା ପ୍ରବଚନ ଅନୁମତି

କଟକ: ଏଣିକି ପ୍ରବଚନ ଦେଇ ପାରିବେ ବହୁ ଚର୍ଚ୍ଚିତ ବିବାଦୀୟ ସାରଥି । ସାରଥିଙ୍କ ଭଜନ ଶୁଣିବା ପାଇଁ ପୁଣି ଜମିବ ଭକ୍ତଙ୍କ ଆସର | ପ୍ରବଚନ ଦେବା ନେଇ ସାରଥିଙ୍କୁ ମିଳିଛି ହାଇକୋର୍ଟ ଅନୁମତି । ସର୍ବାଧିକ ୨୦୦ ଲୋକଙ୍କୁ ନେଇ ଦେଇ ପାରିବେ ପ୍ରବଚନ। କୋଭିଡ୍ କଟକଣା ମାନି ପ୍ରବଚନ ଦେବାକୁ

ସିଦ୍ଧି ସଡକ ଦୁର୍ଘଟଣା: ୩୯ ମୃତଦେହ ଉଦ୍ଧାର

ସିଦ୍ଧି: ମଧ୍ୟପ୍ରଦେଶ ସିଦ୍ଧି ଠାରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୩୯ ଜଣଙ୍କ ମୃତଦେହ ଉଦ୍ଧାର କରିଛି ଉଦ୍ଧାରକାରୀ ଦଳ । ବସରେ ମୋଟ ୫୦ ଜଣ ଯାତ୍ରୀ ଥିଲେ ବୋଲି ସୂଚନା ମିଳିଛି । ଏନଡିଆରଫ୍, ଏସଡିଆରଏଫ୍ ଓ ସ୍ଥାନୀୟ ଲୋକଙ୍କ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି ।