Odia News Portal
Browsing Tag

odisha news

ଆସିଲା ଝରାଫୁଲ ଭିସେରା ରିପୋର୍ଟ

ଯାଜପୁର: ଖୋଲିବ ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ରହସ୍ୟ। ପୋଲିସ ପାଖରେ ପହଞ୍ଚିଲା ଭିସେରା ରିପୋର୍ଟ। ଭିସେରା ରିପୋର୍ଟକୁ ତନ୍ନ ତନ୍ନ କରି ତର୍ଜମା କରୁଛି ଯାଜପୁର ପୋଲିସ। ତର୍ଜମା ପରେ ରମାଦେବୀ ଛାତ୍ରୀ ଝରାଫୁଲ ନାୟକଙ୍କ ମୃତ୍ୟୁ ରହସ୍ୟ ଭିତରୁ ସତ ସାମ୍ନାକୁ ଆସିବ । ତେବେ ଘଟଣାରେ

ଘର ସାମ୍ନାରେ ହୋଟେଲ ବ୍ୟବସାୟୀଙ୍କୁ ହତ୍ୟା

ରାଉରକେଲା: ଘର ସାମ୍ନାରେ ହୋଟେଲ ମାଲିକଙ୍କୁ ପିଟି ପିଟି ହତ୍ୟା | ରାଉରକେଲା ସହରର ପ୍ଲାଣ୍ଟ ସାଇଟ ଥାନା ଡିଏଭି ଲେନ ଅଞ୍ଚଳରେ ହୋଟେଲ ମାଲିକ ତଥା ବ୍ୟବସାୟୀ ସଜନ ମିତ୍ତଲଙ୍କୁ ହତ୍ୟା ଅଭିଯୋଗ। ରାଉରକେଲା ଡିଏଭି ସ୍କୁଲ ନିକଟରେ ରହୁଥିବା ୫୭ ବର୍ଷୀୟ ବସେରା ହୋଟେଲର ମାଲିକ ସଜ୍ଜନ

ସନ୍ ହସ୍ପିଟାଲ ବନ୍ଦ ପାଇଁ ନିର୍ଦ୍ଦେଶ

କଟକ: ସନ୍ ହସ୍ପିଟାଲକୁ ସାମୟିକ ବନ୍ଦ ପାଇଁ ନିର୍ଦ୍ଦେଶ । ଅଗ୍ନି ନିରାପତ୍ତା ଆଇନ ଖିଲାପ କରିବା ସହ ବେଆଇନ ଭାବେ ଚାଲିଥିବାରୁ ଏପରି ନିଷ୍ପତ୍ତି ନିଆଯାଇଥିବା ସୂଚନା ଦେଇଛନ୍ତି ଜିଲ୍ଲାପାଳ ଭବାନୀଶଙ୍କର ଚୟନି। ଗତ ୨ ତାରିଖରେ କଟକ ତୁଳସୀପୁର ବିଜୁ ପଟ୍ଟନାୟକ ଛକ ପାଖରେ ଥିବା ସନ୍

+3 ଦ୍ୱିତୀୟ ବର୍ଷ ଓ ପିଜି ପ୍ରଥମ ବର୍ଷ ପାଠପଢ଼ା

ଭୁବନେଶ୍ୱର: ଆରମ୍ଭ ହେଲା ଯୁକ୍ତ ତିନି ଦ୍ୱିତୀୟ ବର୍ଷ ଓ ପିଜି ପ୍ରଥମ ବର୍ଷର ପାଠପଢ଼ା । ଏଥିପାଇଁ କଲେଜ ଓ ବିଶ୍ୱବିଦ୍ୟାଳୟ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି । ସାମାଜିକ ଦୂରତା ସହିତ ମାସ୍କ ଓ ସାନିଟାଇଜେସନ୍ ବ୍ୟବସ୍ଥାକୁ କଡ଼ାକଡ଼ି ପାଳନ କରାଯାଉଛି। ଛାତ୍ରଛାତ୍ରୀ ଯେପରି କୋଭିଡ

ବଣ୍ତାଘାଟିରେ ସ୍ଥାପିତ ହେଲା ବି.ଏସ୍.ଏଫ୍ କ୍ୟାମ୍ପ

ମାଲକାନଗିରି: ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ବଣ୍ତାଘାଟି ମୁଦଲିପଡାରେ ସ୍ଥାପିତ ହେଲା ବି ଏସ ଏଫ କ୍ୟାମ୍ପ | ଗତ କିଛି ମାସ ପୁର୍ବରୁ ମାଓଗଡ କୁହାଯାଉଥିବା ଆଣ୍ଡ୍ରାହାଲରେ ସ୍ଥାପନ କରାଯାଇଥିଲା ବି ଏସ ଏଫ କ୍ୟାମ୍ପ | ବର୍ତ୍ତମାନ ମୁଦଲିପଡାରେ କ୍ୟାମ୍ପ ସ୍ଥାପନ ପରେ ମାଓ ଅଞ୍ଚଳରେ

ନବମ ପିଲା ଦେବେ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର: ୨୦୧୯-୨୦ ବର୍ଷର ସମସ୍ତ ନବମ ଶ୍ରେଣୀ ଛାତ୍ରଛାତ୍ରୀ ଦେଇପାରିବେ ମାଟ୍ରିକ ପରୀକ୍ଷା। କରୋନା ପାଇଁ ଗତ ଶିକ୍ଷାବର୍ଷରେ ବାଧାପ୍ରାପ୍ତ ଶିକ୍ଷାଦାନର ପ୍ରଭାବିତ ହୋଇଥିବା ୯ମ ଶ୍ରେଣୀ ସମସ୍ତ ପିଲାମାନେ ଦଶମ ଶ୍ରେଣୀକୁ ଉତ୍ତୀର୍ଣ୍ଣ କରାଯାଇଛି। ଏନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି

୧୨୪୨ କୋଟିର ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ୱର: କ୍ୟାବିନେଟ ବୈଠକରେ ୮ଟି ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ମୋହର ବାଜିଛି ।ବୈଠକରେ ୧୨୪୨ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ କରାଯାଇଛି ।ତେବେ ରାଜ୍ୟ ସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ମାଧ୍ୟମରେ ପ୍ରକଳ୍ପକୁ ଅନୁମତି ମିଳିଛି ।ଏହି ପ୍ରକଳ୍ପ ଯୋଗୁଁ ରାଜ୍ୟର ୩୧୩୫ ଜଣଙ୍କୁ ନୂଆ

ପ୍ରତ୍ୟାହାର ନିଷ୍ପତ୍ତିକୁ ଗଜପତିଙ୍କ ସ୍ୱାଗତ

ପୁରୀ: ବାଇ-ଲ ପ୍ରତ୍ୟାହାର ନିଷ୍ପତ୍ତିକୁ ଗଜପତିଙ୍କ ସ୍ୱାଗତ | ଶ୍ରୀ ଜଗନ୍ନାଥ ମନ୍ଦିରରେ ବାଇ-ଲ ପ୍ରତ୍ୟାହାର ନିଷ୍ପତ୍ତିକୁ ଗଜପତି ମହାରାଜା ସ୍ୱାଗତ କରିଛନ୍ତି । ଏହା ବ୍ୟତୀତ ଶ୍ରୀଜଗନ୍ନାଥ ମନ୍ଦିର ସମ୍ପର୍କିତ କୌଣସି ପଦକ୍ଷେପ ନେବା ପୂର୍ବରୁ ରାଜ୍ୟ ସରକାର ଓ କେନ୍ଦ୍ର ସରକାର ଆଲୋଚନା

ସୁପ୍ରିମକୋର୍ଟ ଯିବେ ଓଡ଼ିଶା ସରକାର

କୋରାପୁଟ: କୋଟିଆ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଯିବେ ଓଡ଼ିଶା ସରକାର| କୋଟିଆରେ ଆନ୍ଧ୍ରପ୍ରଦେଶ ପଞ୍ଚାୟତ ନିର୍ବାଚନ କରାଇବା ପ୍ରସଙ୍ଗରେ ସୁପ୍ରିମକୋର୍ଟ ମୁହାଁ ହୋଇଛନ୍ତି ଓଡ଼ିଶା ସରକାର। ଏନେଇ ସୁପ୍ରିମକୋର୍ଟରେ ରିଟ୍‌ ପିଟିସନ କରିବାକୁ ରାଜ୍ୟ ସରକାର ପ୍ରାରମ୍ଭିକ ପ୍ରସ୍ତୁତି ଚଳାଇଛନ୍ତି।

ନୀତିଶଙ୍କ ମନ୍ତ୍ରୀମଣ୍ଡଳରେ ୧୭ ନୂଆ ଚେହେରା

ବିହାର: ନୀତିଶ ସରକାର ନିଜର ମନ୍ତ୍ରୀମଣ୍ଡଳ ବିସ୍ତାର କରିଛନ୍ତି । ମଙ୍ଗଳବାର ଆଉ ୧୭ ଜଣ ନେତା ନୀତିଶ ସରକାରରେ ମନ୍ତ୍ରୀ ପଦ ପାଇବା ସହିତ ବିଭିନ୍ନ ବିଭାଗର ଦାୟିତ୍ୱ ସମ୍ଭାଳିବା ଆରମ୍ଭ କରିଛନ୍ତି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ବିଜେପି ନେତା ଶହନବାଜ୍ ହୁସେନଙ୍କୁ ନୀତିଶ