ଆଜିଠୁ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
ଭୁବନେଶ୍ବର: ଆଜିଠୁ ଆରମ୍ଭ ହେବ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ। ଦ୍ବିତୀୟ ପର୍ଯ୍ୟାୟରେ ସମ୍ମୁଖ ଯୋଦ୍ଧାଙ୍କୁ ଦିଆଯିବ କରୋନା ଟିକା । ପ୍ରଥମେ ଡିଜି, ଏସପି ଜିଲ୍ଲାପାଳମାନେ ଟିକା ନେବେ । ତେବେ ଟିକା ନେଇସାରି ଫଟୋ ଟୁଇଟ କରିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହି ପର୍ଯ୍ୟାୟରେ!-->…
