Odia News Portal
Browsing Tag

odisha news

ବାଘ ମୃତ୍ୟୁ ଘଟଣାରେ: ୬ ଗିରଫ

ଗଞ୍ଜାମ: ବୁଗୁଡ଼ା ବନାଞ୍ଚଳର କଲରାପତରିଆ ବାଘ ମୃତ୍ୟୁ ଘଟଣା । ଫାଶ ପକାଇ ଥିବା ୬ ଶିକାରୀଙ୍କୁ ଗିରଫ କଲା ବନବିଭାଗ । ଏନେଇ ସୂଚନା ଦେଇଛନ୍ତି ବୁଗୁଡ଼ା ବନଖଣ୍ଡ ଅଧିକାରୀ ଫକୀର ବେହେରା । ଗତ ୨୮ ତାରିଖରେ ବାରହା ଶିକାର ପାଇଁ ବସାଯାଇଥିବା ଫାଶରେ ପଡ଼ିଥିଲା କଲରାପତରିଆ ବାଘ । ତେବେ

ଭଦ୍ରକରେ ଗୁରୁମନ୍ତ୍ର ଦେବେ ବିଜେଡ଼ି ସୁପ୍ରିମୋ

ଭଦ୍ରକ: ଭଦ୍ରକରେ ଆଜି ବିଜୁ ଯୁବ ଓ ଛାତ୍ର ନେତୃତ୍ୱ ସମ୍ମିଳନୀ । ଏନେଇ ପ୍ରସ୍ତୁତ ହୋଇଛି ଭଦ୍ରକ ନେହେରୁ ଷ୍ଟାଡିୟମ । କାର୍ଯ୍ୟକ୍ରମରେ ସାମିଲ ହେବେ ଦଳର ବହୁ ଯୁବନେତା । ଭର୍ଚୁଆଲ ମାଧ୍ୟମରେ ଯୁବ ଛାତ୍ର ନେତା ଏବଂ କର୍ମୀଙ୍କୁ ଗୁରୁମନ୍ତ୍ର ଦେବେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ।

୩ଦିନ ବନ୍ଦ ରହିବ କୋଭିଡ୍ ଟିକାକରଣ

ଭୁବନେଶ୍ବର: ରାଜ୍ୟରେ ପଲସ ପୋଲିଓ କାର୍ଯ୍ୟକ୍ରମ ପାଇଁ ଆଜି ଠାରୁ ୩ ଦିନ କରୋନା ଟିକାକରଣ ବନ୍ଦ ରହିବ । ଆଜିଠାରୁ ଫେବ୍ରୁଆରି ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କୋଭିଡ ଟିକା ଦିଆଯିବ ନାହିଁ । ତେବେ ୩ ତାରିଖଠାରୁ ରାଜ୍ୟରେ ପୁଣିଥରେ ଟିକାକରଣ ଜାରି ରହିବ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ

ମନ୍ତ୍ରୀ ପ୍ରତାପ ଜେନାଙ୍କ ଦ୍ୱାରା କୁସୁପୁର ସେତୁ ଲୋକାର୍ପିତ

କଟକ:ବିରୂପା ନଦୀ ଉପରେ ବାଲିଚନ୍ଦ୍ରପୁର ବଡ଼ଚଣା ରାସ୍ତାକୁ ସଂଯୋଗ କରୁଥିବା ସେତୁକୁ ଉଦଘାଟନ କଲେ ପଞ୍ଚାୟତ ରାଜ ମନ୍ତ୍ରୀ | ମାହାଙ୍ଗା କୁସୁପୁର ବିରୂପା ନଦୀ ଉପରେ ପୂର୍ତ୍ତ ବିଭାଗ ପକ୍ଷରୁ ୧୮ କୋଟି ବ୍ୟୟ ମଞ୍ଜୁରରେ ନିର୍ମିତ ବହୁପ୍ରତିକ୍ଷିତ ୨୭୩.୭୨ମିଟର ଦୂରତା ବିଶିଷ୍ଟ ସେତୁକୁ

ବିଧାୟକଙ୍କୁ କଂଗ୍ରେସର ଟାର୍ଗେଟ

ଭଦ୍ରକ: ଭଦ୍ରକ ଜିଲ୍ଲାରେ ବେଆଇନ ଦେଶୀ ମଦ, ଗଞ୍ଜେଇ ଏବଂ ବ୍ରାଉନ ସୁଗାର କାରବାର ନିଜର ପସରା ମେଲେଇ ଚାଲୁଥିବା ବେଳେ ଏଥିପ୍ରତି ନିରବଦ୍ରଷ୍ଟ୍ରା ସାଜିଛି ପୋଲିସ | ଏପରିସ୍ଥଳେ ଭଦ୍ରକରେ ଏସଟିଏଫ୍ ଦ୍ବାରା ୧ କୋଟି ଟଙ୍କାରୁ ଉର୍ଦ୍ଧ ବ୍ରାଉନସୁଗାର ସହ ଗିରଫ ଅଭିଯୁକ୍ତଙ୍କ ଲିଙ୍କ ଶାସକ ଦଳ ସହ

ଝରାଫୁଲ ମୃତ୍ୟୁ: ସାମ୍ନାକୁ ଆସିଲା ନୂଆ ସିସିଟିଭି ଫୁଟେଜ

ଭୁବନେଶ୍ୱର: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଆଉ ଏକ ସିସିଟିଭି ଫୁଟେଜ । ଝରାଫୁଲଙ୍କ ବୟଫ୍ରେଣ୍ଡ କୁହାଯାଉଥିବା ରାକେଶ ସ୍ୱାଇଁକୁ ଗିରଫ କରାଯିବା ପରେ ମୃତ୍ୟୁ ରହସ୍ୟରୁ ଅନେକ ପରଦା ହଟିଥିଲେ ମଧ୍ୟ ଏପର୍ଯ୍ୟନ୍ତ ମୃତ୍ୟୁର ପ୍ରକୃତ କାରଣ

ଆସିଲା ଫେବୃଆରୀ ଗାଇଡଲାଇନ୍‌

ଭୁବନେଶ୍ୱର: ଆସିଲା ଫେବୃଆରୀ ମାସ ଲାଗି କରୋନା ଗାଇଡଲାଇନ୍‌ । ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ ପକ୍ଷରୁ ଫେବୃଆରୀ ମାସ ପାଇଁ ଗାଇଡଲାଇନ୍‌ ଜାରି କରାଯାଇଛି । ସିନେମା ହଲ ଓ ଥ୍ରୀଏଟର ମାଲିକ ଓ କଳାକାରଙ୍କ ପାଇଁ ଖୁସିର ଖବର ଆଣି ଦେଇଛି ଏହି ଗାଇଡଲାଇନ୍‌ । ଫେବୃଆରୀ

ଲାଲବାହିନୀର ବର୍ବରକାଣ୍ଡ, ଇନଫର୍ମର ସନ୍ଦେହରେ ହତ୍ୟା

କନ୍ଧମାଳ: ମାଓବାଦୀଙ୍କ ବର୍ବର କାଣ୍ଡ । ପୋଲିସ ଇନଫର୍ମ ସନ୍ଦେହରେ ୨ ଯୁବକଙ୍କ ହାତଗୋଡ଼ ବାନ୍ଧି ହତ୍ୟା କଲେ ମାଓବାଦୀ । କନ୍ଧମାଳ ଜିଲ୍ଲା ବେଲଘର ଥାନା ଅଞ୍ଚଳରେ ବିଳମ୍ବିତ ରାତିରେ ୨ ଜଣଙ୍କୁ ଘରୁ ଡାକିନେଇ ହତ୍ୟା କରି ଫୋପାଡ଼ି ଦେଇଛନ୍ତି ନକ୍ସଲ । ମୃତକଦ୍ୱୟ ହେଲେ ଭବାନି ପାତ୍ର ଓ ହେମନ୍ତ

ଆଉ ୧୦୮ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୯୫୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା

ସିଲଭର ସିଟିରେ ପୁଣି ନକଲି ….

କଟକ: ସିଲଭର ସିଟି କଟକରେ ପୁଣି ନକଲି ଘିଅ କାରଖାନା ଠାବ । ମର୍କତନଗର ସେକ୍ଟର-୯ରେ ଚାଲିଥିଲା ବିନାୟକ ଘିଅ କାରଖାନା । ସେଠାରୁ ବିପୁଳ ପରିମାଣର ଅପମିଶ୍ରିତ ଘିଅ ଜବତ କରାଯାଇଛି । ଘିଅ ବୋଝେଇ ଅଟୋ ଜବତ ହୋଇଥିବା ବେଳେ ଅଟୋ ଚାଳକ ଗିରଫ ହୋଇଥିବା ସୂଚନା ମିଳିଛି । ବିନା ଲାଇସେନ୍ସରେ