Odia News Portal
Browsing Tag

odisha news

ମାଟି ତଳେ ପୁରାତନ ଆକୃତିର ମନ୍ଦିର ଢାଞ୍ଚା

ଭୁବନେଶ୍ୱର: ମନ୍ଦିର ମାଳିନୀ ସହରର ମାଟି ତଳେ ପୁରାତନ ମନ୍ଦିର ଭଳି ଢାଞ୍ଚା । ମନ୍ଦିର ପରିସରରେ ଥିବା ଶୁକଶାରୀ ମନ୍ଦିର ନିକଟରେ ଖନନ ସମୟରେ ପୁରୁଣା ଆକୃତିର ଏକ ମନ୍ଦିର ଢାଞ୍ଚା ଠାବ କରାଯାଇଛି । ଏଠାରେ ଏକାମ୍ର କ୍ଷେତ୍ର ଆଧୁନିକୀକରଣ କାମ ଆଗେଇ ଚାଲିଥିବା ବେଳେ ଚାଲିଛି ପୁରୁଣା

ପୁଣି ବିଜୁ ସେତୁ ଅଘଟଣ, ଶ୍ରମିକ ମୃତ

ବାରିପଦା: ପୁଣି ବିଜୁ ସେତୁ କାମ ବେଳେ ଘଟିଲା ଅଘଟଣ | ଘଟଣାସ୍ଥଳରେ ଶ୍ରମିକଙ୍କ ମୃତ୍ୟୁ | ବାରିପଦା-ବଡ଼ସାହି ରାସ୍ତାର ଓରାନାଳ ସେତୁ କାମ ସମୟରେ ଘଟିଛି ଅଘଟଣ | ସେତୁ ପିଲର ପାଇଁ ଖୋଳାଯାଇଥିବା ଗାତରେ ଖସି ପଡ଼ିଥିଲେ ମୃତ ଶ୍ରମିକ | ଗଭୀର ପାଣିଥିବା ଗାତରେ ଖସି ପଡ଼ିବାରୁ ଘଟଣାସ୍ଥଳରେ

ଆଉ ୧୧୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୩ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୭୮୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା

ଝରାଫୁଲ ମର୍ଡର ମିଷ୍ଟ୍ରି: ୨ ଅଭିଯୁକ୍ତ ଚିହ୍ନଟ

ଯାଜପୁର: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କୁ ହତ୍ୟା ଘଟଣାରେ ୨ ଅଭିଯୁକ୍ତ ଚିହ୍ନଟ । ୨ ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି କୁଆଖିଆ ପୁଲିସ୍‌ | ଗତକାଲି ଘଟିଥିବା ଏହି ହତ୍ୟା ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ୨ ଯୁବକ ଏକ ସ୍କୁଟରରେ ମୃତଦେହ ଆଣି ଫିଙ୍ଗିଥିବା

ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି

ପୁରୀ: ଆଜି ପବିତ୍ର ପୌଷ ପୁର୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ସମ୍ପାଦନ କରାଯିବ । ଭକ୍ତଙ୍କୁ ଶ୍ରୀଜିଉ ମାନେ ରାଜରାଜେଶ୍ୱର ବେଶ ବା ସୁନାବେଶରେ ରତ୍ନ ସିଂହାସନରେ ଦର୍ଶନ ଦେବେ।ତେବେ ଏହି ନୀତି ନିମନ୍ତେ ୧୦୮ ଗରା ଜଳରେ ଚନ୍ଦନ ଲାଗି ପରେ ମହାପ୍ରଭୁ

ଦିଲ୍ଲୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା। ଗତକାଲି ଟ୍ରାକ୍ଟର ରାଲିରେ ଲାଲକିଲ୍ଲାରେ ଚାଷୀଙ୍କ ବ୍ୟାପକ ହିଂସାକାଣ୍ଡ ପରେ ଦିଲ୍ଲୀ ମହାନଗର ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଲାଲକିଲ୍ଲା ଓ ଜମା ମସଜିଦ ସମେତ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ବ୍ୟାପକ

ଆଉ ୧୩୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୮ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୬୬୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ