Odia News Portal
Browsing Tag

odisha news

ଶ୍ରୀମନ୍ଦିର ସେବାୟତଙ୍କ କରୋନା ଟେଷ୍ଟ

ପୁରୀ: ଆଜି ସେବାୟତଙ୍କର ହେବ କରୋନା ଟେଷ୍ଟ। ସେବାୟତଙ୍କ କୋଭିଡ ଟେଷ୍ଟ କରାଯିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏନେଇ ବିଭିନ୍ନ ନିଯୋଗକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚିଠି ହୋଇଛି। ସକାଳ ୧୦ଟାରୁ କୋଭିଡ୍ ଟେଷ୍ଟ ଆରମ୍ଭ ହୋଇଛି । ଟିକାକରଣ ପାଇଁ ବ୍ୟାପକ

ଗୃହରେ ରଖନ୍ତୁ ଏହି ୫ଜିନିଷ,ରହିବନି ଅର୍ଥ ଅଭାବ…..

ଭୁବନେଶ୍ବର: ଘରେ ଶାନ୍ତି ଓ ସମୃଦ୍ଧି ପାଇଁ ଗୃହ ମଧ୍ୟରେ କିଛି ଏ ପରି ଜିନିଷ ରଖିବା ନିତାନ୍ତ ଆବଶ୍ୟକ ଯାହା ଦ୍ଵାରା ଗୃହରେ ବାସ କରୁଥିବା ଦେବାଦେବୀ ସନ୍ତୁଷ୍ଟ ହୋଇପାରିବେ। ବାସ୍ତୁ ଅନୁସାରେ ଏହି ସବୁ ଜିନିଷ ରଖିବା ଦ୍ୱାରା ଘରେ ଧନ ଦେବୀ ଲକ୍ଷ୍ମୀ ବାସ କରିଥାନ୍ତି । ଧନ ଏବଂ ଅନ୍ନ ସହ

ଭଦ୍ରକରେ ୭୨ତମ ଗଣତନ୍ତ୍ର ଦିବସ ପାଳିତ

ଭଦ୍ରକ : ଆଜି ସାରା ଦେଶ ୭୨ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ଭଦ୍ରକ ଜିଲ୍ଲାରେ ମଧ୍ୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଭଦ୍ରକ ସହରର ନେହେରୁ ଷ୍ଟାଡିୟମ ଠାରେ ୭୨ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି | ଭଦ୍ରକ ଜିଲ୍ଲାପାଳ ଡକ୍ଟର ଜ୍ଞାନ ଦାସ ଜାତୀୟ ପତାକା ଉତ୍ତୋଳନ

ଦିଲ୍ଲୀ ରାଜପଥରେ ଜାତୀୟସ୍ତରୀୟ ପରେଡ୍

ନୂଆଦିଲ୍ଲୀ: ଆଜି ଦେଶ ପାଳୁଛି ୭୨ ତମ ଗଣତନ୍ତ୍ର ଦିବସ । ରାଷ୍ଟ୍ରପତି ରାମନାଥ କୋବିନ୍ଦ୍ ରାଜପଥରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡକୁ ଅଭିବାଦନ ଜଣାଇଛନ୍ତି । ଏବଂ ଏହା ସହ ଦିଲ୍ଲୀ ରାଜପଥରେ ଆରମ୍ଭ ହୋଇଯାଇଛି ସାଧାରଣତନ୍ତ ଦିବସ ପରେଡ। ପ୍ରଧାନମନ୍ତ୍ରୀ ମୋଦି ବୀର ସହିଦଙ୍କୁ

ଗାନ୍ଧୀମାର୍ଗରେ ରାଜ୍ଯସ୍ତରୀୟ ସାଧାରଣତନ୍ତ୍ର ଦିବସ

ଭୁବନେଶ୍ବର: ଆଜି ଦେଶ ପାଳୁଛି ୭୨ ତମ ଗଣତନ୍ତ୍ର ଦିବସ । ରାଜଧାନୀରେ ଆୟୋଜିତ ହେଉଛି ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ । ଭୁବନେଶ୍ବର ଗାନ୍ଧୀମାର୍ଗରେ ମାନ୍ୟବର ରାଜ୍ୟପାଳ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ।ତେବେ ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଛନ୍ତି ।

ଗୁଜବକୁ ଆର୍‌ବିଆଇର ଖଣ୍ଡନ

ଭୁବନେଶ୍ୱର: ଖୁବ୍ ଶୀଘ୍ର ପୁରୁଣା ୫, ୧୦ ଓ ୧୦୦ ଟଙ୍କିଆ ନୋଟ୍‌ ବଜାରରୁ ପ୍ରତ୍ୟାହାର ହେବା ନେଇ ଗୁଜବକୁ ଖଣ୍ଡିତ କରିଛି ଆର୍‌ବିଆଇ | ଏହି ଖବରକୁ ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ ଗୁଜବ‌ ବୋଲି ଟ୍ୱିଟ୍‌ କରି ସୂଚନା ପ୍ରଦାନ କରିଛି । ସୂଚନାନୁଯାୟୀ, ନିକଟ ଅତୀତରେ ବିଭିନ୍ନ

ସକାଳ ୯ଟା ପର୍ଯ୍ୟନ୍ତ ଗାନ୍ଧି ମାର୍ଗ ମନା

ଭୁବନେଶ୍ୱର: ଆସନ୍ତାକାଲି ଦେଶ ପାଳିବ ୭୨ତମ ଗଣତନ୍ତ୍ର ଦିବସ । ରାଜଧାନୀର ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ପାଳନ ହେବ । କୋଭିଡ୍ କଟକଣା ଭିତରେ ଗଣତନ୍ତ୍ର ଦିବସ ସମାରୋହ ପାଳନ କରାଯିବ । କୋଭିଡ୍ କଟକଣା ଥିବାରୁ ମହାତ୍ମା ଗାନ୍ଧି ମାର୍ଗରେ ସର୍ବସାଧାରଣ ଯାତାୟତ ବାରଣ

ଦେବରାଜ ହତ୍ୟା ଘଟଣାରେ ୫ ଗିରଫ

ବ୍ରହ୍ମପୁର: ପୂର୍ବତନ ବ୍ଲକ ଅଧକ୍ଷଙ୍କ ଦେବରାଜ ସାହୁ ହତ୍ୟା ଘଟଣାର ପର୍ଦ୍ଦାଫାସ | ପ୍ରେସମିଟ୍ ଜରିଆରେ ଘଟଣାର ପର୍ଦ୍ଦାଫାସ କରିଛନ୍ତି ଦକ୍ଷିଣାଞ୍ଚଳ ଡିଆଇଜି |ହତ୍ୟା ଘଟଣାରେ ସମ୍ପୃକ୍ତ ୫ ଜଣଙ୍କୁ ଗିରଫ କଲା ପୋଲିସ | ଏହି ଘଟଣାରେ ପୋଲିସ ୬୨ଟି ଗୁଳି,୩ ମାଉଜର ଏବଂ ୫ ମାଗାଜିନ ଜବତ କରିଛି

ପୋଷ୍ୟ ସ୍କୁଲ ଗ୍ରହଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର: ମୋ ସ୍କୁଲ ଅଭିଯାନରେ ସରକାରୀ ସ୍କୁଲକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ନବୀନଙ୍କ ଅପିଲ୍ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ କେନ୍ଦ୍ର ମନ୍ତ୍ରୀ ସମେତ ହାଇକୋର୍ଟର ବିଚାରପତି ଏବଂ ରାଜ୍ୟର ସବୁ ବିଧାୟକ ଏବଂ ସାଂସଦ ମାନଙ୍କୁ ଅନୁରୋଧ କରି ପତ୍ର

କଥା ରଖିଲେ ନବୀନ,୬୨ନୂଆ ପଦବୀ ମଞ୍ଜୁର

ଭୁବନେଶ୍ୱର: ଶିଶୁ ଓ ମହିଳା ମାନଙ୍କ ସୁରକ୍ଷା ଉପରେ ରାଜ୍ୟ ସରକାର ସର୍ବୋଚ୍ଚ ପ୍ରାଥମିକତା ଦେଇଆସିଛନ୍ତି । ମହିଳା ଓ ଶିଶୁ ମାନଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ତଥା ସେ ସଂକ୍ରାନ୍ତୀୟ ଅପରାଧକୁ ଯେପରି ଫଳପ୍ରଦ ଭାବରେ ରୋକାଯାଇପାରିବ ଏବଂ ଅଭିଯୋଗର ଉଚିତ ଭାବରେ ତଦନ୍ତ କରାଯାଇପାରିବ |