Odia News Portal
Browsing Tag

odisha news

ଘୋଷଣା ହେବ ଉପ ନିର୍ବାଚନ ତାରିଖ

ପିପିଲି: ଖୁବଶୀଘ୍ର ଘୋଷଣା ହେବ ପିପିଲି ଉପ ନିର୍ବାଚନ ତାରିଖ । କୋଭିଡ୍ ଗାଇଡଲାଇନକୁ ପାଳନ କରି ନିର୍ବାଚନ ହେବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ଅଧିକାରୀ ସୁଶିଲ ଲୋହାନୀ । ତେବେ କୋଭିଡ୍ ନିୟମ ପାଳନ କରି ସମସ୍ତ ମତଦାନ ପ୍ରକ୍ରିୟା ହେବ । ପ୍ରତି ବୁଥରେ ୧୦୦୦ ଜଣ ଭୋଟର ଭୋଟ୍

+୨ ପରୀକ୍ଷା: ୫୦% ମଲ୍ଟିପୁଲ୍ ଚଏସ୍

ଭୁବନେଶ୍ୱର: ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଢାଞ୍ଚାରେ ପରିବର୍ତ୍ତନ | ପରିବର୍ତ୍ତନ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସଙ୍କ ସୂଚନା | ୨୦୧୬ କିମ୍ୱା ପରେ ରେଜିଷ୍ଟ୍ରୀଭୁକ୍ତ ପିଲାଙ୍କ ପାଇଁ ହ୍ରାସ ହେଲା ସିଲାବସରୁ ପ୍ରଶ୍ନ | ତେବେ ପ୍ରଶ୍ନପତ୍ରରେ ୫୦ ନମ୍ବରର ମଲ୍ଟିପୁଲ୍ ଚଏସ୍ ପ୍ରଶ୍ନ

ରାଷ୍ଟ୍ରପତି ପୋଲିସ ପଦକ ଘୋଷଣା

ଭୁବନେଶ୍ୱର: ସାଧାରଣତନ୍ତ୍ର ଦିବସ ଅବସରରେ ପୋଲିସ ପଦକ ଘୋଷଣା | ଓଡିଶାରୁ ୨ ଜଣଙ୍କୁ ମିଳିବ ରାଷ୍ଟ୍ରପତି ପୋଲିସ ପଦକ | ଏହା ସହ ୧୧ଜଣଙ୍କୁ ଉଲ୍ଲେଖନୀୟ ସେବା ପଦକ ପ୍ରଦାନ ପାଇଁ ଘୋଷଣା କରାଯାଇଛି| ଗୁଇନ୍ଦା ନିର୍ଦ୍ଦେଶକ ରାଧାକୃଷ୍ଣ ଶର୍ମାଙ୍କୁ ରାଷ୍ଟ୍ରପତି ପୋଲିସ ପଦକ | ବିପିଏସପିଏ

ଗାଁ ଦାଣ୍ଡରେ ଖୁଲମଖୁଲ୍ଲା ଗୁଣ୍ଡାରାଜ

ବାଲେଶ୍ୱର: ଗାଁ ଦାଣ୍ଡରେ ଚାଲିଛି ଖୁଲମଖୁଲ୍ଲା ଗୁଣ୍ଡାରାଜ । ବାଇକରେ ଆସି ଗାଁ ଭିତରେ ଦୁଇ ଯୁବକ ଦେଖାଇଲେ ବନ୍ଧୁକ । ବାଲେଶ୍ୱର ସଦର ବ୍ଲକ କେଶରପୁର ଗାଁରେ ଘଟିଛି କିଛି ଏଭଳି କିଛି ଘଟଣା। ଗତ ୧୯ ତାରିଖ ଦିନ ବିଦ୍ୟୁତ୍ ସଂଯୋଗ ନେଇ କେଶପୁର ଗାଁର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ

ରାଜ୍ୟରେ ଆଉ ୧୩୦ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୦ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୪୩୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ

ଭାରତ-ଚୀନ ରକ୍ତାକ୍ତ ସଂଘର୍ଷ

ନୂଆଦିଲ୍ଲୀ: ପୁଣି ଭାରତ ଓ ଚୀନ ସୈନ୍ୟଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ । ଉଭୟ ଦେଶର ଏଲଏସିରେ ଶାନ୍ତି ପ୍ରତିଷ୍ଠା ପାଇଁ ପ୍ରୟାସ ବେଳେ କିଛି ଚୀନ୍ ସୈନ୍ୟ ସିକିମ ଭାରତୀୟ ସୀମା ମଧ୍ୟକୁ ଧସେଇ ପସିବାକୁ ଚେଷ୍ଟା କରିଥିଲେ । ଏହି ସମୟରେ ଉଭୟ ଦେଶର ଯବାନ ମୁହାଁମୁହିଁ ହୋଇଥିଲେ । ଭାରତୀୟ ଯବାନ

ଭକ୍ତଙ୍କ ପାଇଁ ସହଜ ହେଲା ଜଗା ଦର୍ଶନ

ପୁରୀ: ଶ୍ରୀମନ୍ଦିରରେ ସହଜ ହେଲା ଜଗା ଦର୍ଶନ। ଦିନକର କଟକଣା ପରେ ଆଜିଠୁ ପୁଣି ଶ୍ରୀଜିଉଙ୍କୁ ଦର୍ଶନ କରିବାର ସୌଭାଗ୍ୟ ପ୍ରାପ୍ତି କରିଛନ୍ତି ଦର୍ଶନାର୍ଥୀ। ସେପଟେ କରୋନା ନେଗେଟିଭ୍‌ ପ୍ରମାଣପତ୍ର ଦାଖଲ ହଟାଇବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଉ ଏକ ବଡ ପଦକ୍ଷେପ ନିଆଯାଇଛି।ବଡ଼ଦାଣ୍ଡରେ

ବିବାହ ବନ୍ଧନରେ ବାନ୍ଧି ହେଲେ ବରୁଣ

ମୁମ୍ବାଇ: ବଲିଉଡ ଅଭିନେତା ବରୁଣ ଧୱନ ଓ ନତାଶା ଦଲାଲ ବିବାହ ବନ୍ଧନରେ ବାନ୍ଧି ହୋଇ ଯାଇଛନ୍ତି। ଗର୍ଲଫ୍ରେଣ୍ଡ ତଥା ଫେମସ ଡିଜାଇନର ନତାଶା ଦଲାଲଙ୍କ ହାତ ଧରିଛନ୍ତି ବରୁଣ । ଆଲିବାଗର ଏକ ରିସୋର୍ଟ ଦି ମ୍ୟାନସନ୍ ହାଉସରେ ହୋଇଛି ଉଭୟଙ୍କ ବିବାହ ଉତ୍ସବ । ତେବେ ବରୁଣଙ୍କ ବାହାଘରରେ

ପ୍ରେମରେ ଧୋକା ଦିଅନ୍ତି ନାହିଁ ଏହି ରାଶିର ବ୍ୟକ୍ତି

ଭୁବନେଶ୍ବର: ସଚ୍ଚୋଟ ଲାଇଫ୍ ପାର୍ଟନର ମିଳିଲେ ଜୀବନ ସୁଖମୟ ହୋଇଥାଏ ।ପ୍ରକୃତ ପ୍ରେମ ପାଇଥିବା ଲୋକଙ୍କ ଜୀବନ ସବୁ ସମୟରେ ଭଲ ପାଇବାରେ ଭରି ରହିଥାଏ। ଏହା ସହ ଘରେ ସୁଖ ଶାନ୍ତିର ପରିବେଶ ମଧ୍ୟ ରହିବ। ହେଲେ ଆଜିକାଲି ପ୍ରେମରେ ପ୍ରତାରଣା ଏକ ସାଧାରଣ କଥା। ଅଧିକାଂଶ ଲୋକେ ଯାହାକୁ ପ୍ରକୃତ

ଖିଣ୍ଡା ହେବ ଆଦର୍ଶ ଗ୍ରାମ: ଧର୍ମେନ୍ଦ୍ର

ଝାରସୁଗୁଡ଼ା: ଝାରସୁଗୁଡ଼ା ବିମାନବନ୍ଦରରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ଉଦ୍‌ବୋଧନ ଦେଇ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଝାରସୁଗୁଡ଼ା ବିମାନବନ୍ଦର ଆଗକୁ ସଫଳତମ ବିମାନବନ୍ଦର ହେବା ସହ ଅଧିକରୁ ଅଧିକ ସ୍ଥାନକୁ