Odia News Portal
Browsing Tag

odisha news

“ଆମ ଖୁସି ଆମ ସୁରକ୍ଷା” ପ୍ରୋଜେକ୍ଟ ଆରମ୍ଭ

ଏହି ପ୍ରୋଜେକ୍ଟରେ ଆଜି ରାଜଗାଙ୍ଗପୁର ପୋଲିସ ଷ୍ଟେସନ ପରିସରରେ ପ୍ରଥମ ପୋଲିସ ଷ୍ଟେସନକୁ ଡିଆଇଜି କବିତା ଜଲାନ ଉଦଘାଟନ କରିଛନ୍ତି । ଏସପି ସାଗରିକା ନାଥ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ଆଜିର ପିଲା ହେଉଛନ୍ତି ଆସନ୍ତା କାଲିର ଭବିଷ୍ୟତ । ସେମାନଙ୍କର ସ୍ଵାଧୀନତା ଓ ସୁରକ୍ଷା ପାଇଁ

ତଳକୁ ଖସିଲା ଓଡ଼ିଶା, ୧ନମ୍ବରରେ ମହାରାଷ୍ଟ୍ର

ନୂଆଦିଲ୍ଲୀ: ଭାରତୀୟ ନ୍ୟାୟ ବ୍ୟବସ୍ଥାର ସର୍ଭେ ରିପୋର୍ଟ ସାମ୍ନାକୁ ଆସିଛି। ଦ୍ୱିତୀୟ ଥର ପାଇଁ ଇଣ୍ଡିଆନ ଜଷ୍ଟିସ ରିପୋର୍ଟକୁ ସର୍ଭେ ସଂସ୍ଥା ପକ୍ଷରୁ ପ୍ରକାଶ କରାଯାଇଛି। ଟାଟା ଟ୍ରଷ୍ଟ ପକ୍ଷରୁ କରାଯାଇଥିବା ଏହି ସର୍ଭେ ଅନୁସାରେ ଓଡ଼ିଶାର ପ୍ରଦର୍ଶନ ବହୁତ ନୈରାଶ୍ୟଜନକ ରହିଛି। ଲୋକଙ୍କୁ

ରାଜଧାନୀ ଦିଲ୍ଲୀରେ ବିସ୍ଫୋରଣ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ବିସ୍ଫୋରଣ | ନୂଆଦିଲ୍ଲୀ ଇସ୍ରାଏଲ ଦୂତାବାସ ନିକଟରେ ବିସ୍ଫୋରଣ | ଦୂତାବାସ ବାହାରେ ଆଇଇଡି ବିସ୍ଫୋରଣ ହୋଇଥିବା ସୂଚନା |ତେବେ ବିସ୍ଫୋରଣରେ କେହି ମୃତାହତ ହୋଇନଥିବା ସମୟରେ କିଛି କାର କ୍ଷତିଗ୍ରସ୍ତ ହୋଇଥିବା ସୂଚନା | ବିସ୍ଫୋରଣ ଛୋଟ ଧରଣର

ବିଚାର ବିଭାଗୀୟ ହାଜତରେ ରାକେଶ,୧ରେ ଶୁଣାଣି

ଭୁବନେଶ୍ୱର: ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ମୃତ୍ୟୁ ଘଟଣା । ଅଭିଯୁକ୍ତ ରାକେଶକୁ କୋର୍ଟଚାଲାଣ କଲା କୁଆଖିଆ ପୋଲିସ । ଯାଜପୁର ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ଅଭିଯୁକ୍ତ ହାଜର । ଅଭିଯୁକ୍ତ ବିରୋଧରେ ୩୦୨, ୨୦୧ ଓ ଏସସି/ଏସଟି ଆକ୍ଟ ଲାଗିଛି । ଅଭିଯୁକ୍ତକୁ ୫ ଦିନ ପାଇଁ ରିମାଣ୍ଡରେ

ରାଜ୍ୟରେ କମିଲା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୮୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା

କାହିଁକି ଗେଷ୍ଟ ହାଉସ ଯାଇଥିଲେ ଝରାଫୁଲ ?

ଭୁବନେଶ୍ୱର: ଝରାଫୁଲ ହତ୍ୟା ରହସ୍ୟ ଉପରୁ ପରଦା ହଟିଛି । ପୁଲିସ ଛାନଭିନ୍ନ ଚଳାଇଥିବା ବେଳେ ନୁଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି ।ତେବେ ପୋଲିସ ଛାନଭିନରେ ସାମ୍ନାକୁ ଆସିଛି ଭୁବନେଶ୍ୱର ଧର୍ମବିହାରରେ ଥିବା ଓୟୋ ଶିବଶକ୍ତି ଗେଷ୍ଟ ହାଉସର ସିସିଟିଭି ଫୁଟେଜ । ଗତ ୨୬ ତାରିଖରେ ରାତିରେ

ଆଉ ୯ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର: ଦୁର୍ନୀତି ଓ ଅପାରଗତା ଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଉପରେ ଜୋର ଦେଇଆସିଛନ୍ତି । ସାଧାରଣ ଜୀବନରେ

ଅତ୍ୟନ୍ତ ଲଜ୍ଜାଜନକ ଘଟଣା: ମହିଳା କମିଶନ ଅଧ୍ୟକ୍ଷା

ଯାଜପୁର: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲଙ୍କ ହତ୍ୟା ଘଟଣାର ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା । ଘଟଣାସ୍ଥଳ ପରିଦର୍ଶନ କଲେ ମହିଳା କମିଶନ ଅଧ୍ୟକ୍ଷା ମୀନତି ବେହେରା । ଯାଜପୁର ଏସପି ଓ ସ୍ଥାନୀୟ ପୋଲିସକୁ ଭେଟିବେ ମହିଳା କମିଶନ ଅଧକ୍ଷା । ଗୁରୁବାର ଦିନ ମହିଳା