Odia News Portal
Browsing Tag

odisha news

ସକାଳେ ଘନ କୁହୁଡି, ଦିନ ସାରା କଲବଲ କରୁଛି ତାତି

ଶୁକ୍ରବାର ସକାଳୁ କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଥିଲା। ଦିନତମାମ ଟାଣ ଖରା ହୋଇଥିବା ବେଳେ ୧୧ଟା ସୁଦ୍ଧା ଭୁବନେଶ୍ବରର ତାପମାତ୍ରା ୩୬ଡିଗ୍ରି ଛୁଇଁ ଯାଇଥିଲା। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଦିନରେ ତାପମାତ୍ର‌ା ୨ରୁ ୩ ଡିଗ୍ରି ଅଧିକ ରହିବ। ୭ ତାରିଖରେ ମୟୂରଭଞ୍ଜ,

ଶ୍ରୀମନ୍ଦିରରେ ଦିବ୍ୟାଙ୍ଗମାନଙ୍କ ଦର୍ଶନ ପାଇଁ ହେବ ସ୍ୱତନ୍ତ୍ର ବ୍ୟବସ୍ଥା

ଶ୍ରୀମନ୍ଦିରରେ ଦିବ୍ୟାଙ୍ଗମାନଙ୍କ ପାଇଁ ଦର୍ଶନ ବ୍ୟବସ୍ଥା କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଆଜି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୁରୀ ଜିଲ୍ଲାର ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଦିବ୍ୟାଙ୍ଗମାନେ ଶ୍ରୀମନ୍ଦିରରେ କିଭଳି ଶୃଙ୍ଖଳିତ ଦର୍ଶନ

ସପ୍ତାହର ଏହିଦିନ ଭୁଲରେ ବି ତୁଳସୀ ଗଛକୁ ଛୁଅନ୍ତୁ ନାହିଁ

ତୁଳସୀ ଗଛ। ପ୍ରତ୍ୟେକ ଙ୍କ ଘରେ ଏହି ଗଛକୁ ଆପଣ ପାଇବେ। ସମସ୍ତେ ଏହି ଗଛକୁ ପୂଜା କରନ୍ତି। ଏ ହେଉଛନ୍ତି ମାଆ ବୃନ୍ଦାବତି। କିନ୍ତୁ ଅନେକ ନିୟମ ରହିଛି ଏହି ଗଛକୁ ପୂଜା କରିବା ପାଇଁ.. ଆପଣ ମନଇଚ୍ଛା ଏହାକୁ ପୂଜା କଲେ ଆଉ ଗଛ ସ୍ପର୍ଶ କରି ପତ୍ର ଛିଣ୍ଡାଇଲେ ଭାଗ୍ୟରେ ଦୁର୍ଦ୍ଦଶା ଆସିଯିବ।

ହସ୍ପିଟାଲରେ ଲାଗୁ ହେବ ବାୟୋମେଟ୍ରିକ ବ୍ୟବସ୍ଥା

ହସ୍ପିଟାଲରେ ଲାଗୁ ହେବ ବାୟୋମେଟ୍ରିକ ବ୍ୟବସ୍ଥା । ଡାକ୍ତର, ନର୍ସ ଓ କର୍ମଚାରୀଙ୍କ ଉପସ୍ଥିତି ଜାଣିବା ପାଇଁ ଏହାକୁ ଲଗାଯିବ । ଏହି ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟ ସଚିବ ଶାଲିନୀ ପଣ୍ଡିତ। ୨୦୨୩-୨୪ ଆର୍ଥିକ ବର୍ଷରୁ ପାଇଲଟ ପ୍ରକଳ୍ପ ଆଧାରରେ ରାଜ୍ୟର ସବୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ

ଅସୁସ୍ଥ ସୋନିଆ ଗାନ୍ଧି

ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଅସୁସ୍ଥ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଜ୍ୱରରୋ ଆକ୍ରାନ୍ତ ହୋଇଥିବାରୁ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।

ବିଜୟ ମାଲ୍ୟାଙ୍କୁ ସୁପ୍ରିମ୍ ଝଟକା, ଜବତ କରାଯିବ ସମ୍ପତ୍ତି

ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ସୁପ୍ରିମକୋର୍ଟରୁ ଲାଗିଛି ବଡ଼ ଝଟକା । ମାଲ୍ୟାଙ୍କ ସମ୍ପତ୍ତି ଜବତ କରିବାକୁ ମୁମ୍ବାଇର ଏକ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ଏହା ବିରୋଧରେ ମାଲ୍ୟା ସୁପ୍ରିମକୋର୍ଟ ଯାଇଥିଲେ । ହେଲେ ସୁପ୍ରିମକୋର୍ଟ ତାଙ୍କୁ କୌଣସି ଆଶ୍ବସ୍ତି ଦେଇ ନାହାଁନ୍ତି । ମୁମ୍ବାଇ

ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତିଙ୍କୁ ବିରୋଧ : ଅସ୍ତରଙ୍ଗ ଉନ୍ନୟନ କାର୍ଯ୍ୟ ସମୀକ୍ଷା କରିବାକୁ ଆସିଥିବା ବେଳେ…

ଗୃହରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ ନିଜ ବ୍ଲକରେ ବିରୋଧ । କାର୍ଯ୍ୟାଳୟ ବାହାରେ ତାଲା ପଡ଼ିଥିବା ଦେଖି ଭିତରୁ ତାଲା ମାରି ରହିଲେ ମନ୍ତ୍ରୀ । ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ କାର୍ଯ୍ୟାଳକୟକୁ ଉନ୍ନୟନ କାର୍ଯ୍ୟ ସମୀକ୍ଷା କରିବାକୁ ଆସିଥିବା ବେଳେ ବିରୋଧ ପ୍ରଦର୍ଶନ କରି

ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନ ନୁହେଁ, ଏବେ ଏକ ବାସ୍ତବତା : ମୁଖ୍ୟମନ୍ତ୍ରୀ

ଆଜି ଲୋକସେବା ଭବନସ୍ଥିତ କନ୍‌ଭେନସନ ସେଣ୍ଟର ଠାରେ ଆନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ରାଜ୍ୟ ମହିଳା ଓ ଶିଶୁବିକାଶ ବିଭାଗ ପକ୍ଷରୁ ଏକ ସପ୍ତାହ ବ୍ୟାପୀ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ସାଧାରଣ ଜୀବନରେ ଯେଉଁ କୋଟି କୋଟି ମା ସଂଗ୍ରାମ ଜାରି ରଖିଛନ୍ତି ଏବଂ ନିଜ ପାଇଁ

ବ୍ରାଉନସୁଗାର ଜବତ, ଜଣେ ଗିରଫ

କେନ୍ଦୁଝର ଜିଲ୍ଲାରେ ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା । ତେବେ ଏନେଇ ପୂର୍ବରୁ ଅନେକ ଅଭିଯୋଗ ହୋଇଆସୁଥିଲେ ମଧ୍ଯ ପୋଲିସ ଏନେଇ କୌଣସି ଟେରି ପାଉନଥିଲା । ସୂଚନା ଅନୁଯାୟୀ, ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ଓରାଳି ବଜାରରେ ବ୍ରାଉନସୁଗାର ବେପାର ହେଉଥିବା ନେଇ ଅବକାରୀ

ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ବିଜେପି ବିଧାୟକଙ୍କ ପୁଅ

ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଛନ୍ତି କର୍ଣ୍ଣାଟକ ବିଜେପି ବିଧାୟକଙ୍କ ପୁଅ । ତାଙ୍କ ଘରୁ ୬ କୋଟି ଟଙ୍କା ନଗଦ ଟଙ୍କା ମଧ୍ୟ ଜବତ ହୋଇଛି । ବିଜେପି ବିଧାୟକ ମଦଲ ବିରୁପକ୍ଷପ୍ପାଙ୍କ ପୁଅ ପ୍ରଶାନ୍ତ ମଦଲଙ୍କ ଘରୁ ଏହି ନଗଦ ଟଙ୍କା ଜବତ କରିଛି ଲୋକାୟୁକ୍ତ ଟିମ୍ । ବିରୁପକ୍ଷପ୍ପା ସମ୍ପ୍ରତି