Odia News Portal
Browsing Tag

odisha news

ଆଉ ୧୧୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୩ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୭୮୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା

ଝରାଫୁଲ ମର୍ଡର ମିଷ୍ଟ୍ରି: ୨ ଅଭିଯୁକ୍ତ ଚିହ୍ନଟ

ଯାଜପୁର: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କୁ ହତ୍ୟା ଘଟଣାରେ ୨ ଅଭିଯୁକ୍ତ ଚିହ୍ନଟ । ୨ ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି କୁଆଖିଆ ପୁଲିସ୍‌ | ଗତକାଲି ଘଟିଥିବା ଏହି ହତ୍ୟା ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ୨ ଯୁବକ ଏକ ସ୍କୁଟରରେ ମୃତଦେହ ଆଣି ଫିଙ୍ଗିଥିବା

ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି

ପୁରୀ: ଆଜି ପବିତ୍ର ପୌଷ ପୁର୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ସମ୍ପାଦନ କରାଯିବ । ଭକ୍ତଙ୍କୁ ଶ୍ରୀଜିଉ ମାନେ ରାଜରାଜେଶ୍ୱର ବେଶ ବା ସୁନାବେଶରେ ରତ୍ନ ସିଂହାସନରେ ଦର୍ଶନ ଦେବେ।ତେବେ ଏହି ନୀତି ନିମନ୍ତେ ୧୦୮ ଗରା ଜଳରେ ଚନ୍ଦନ ଲାଗି ପରେ ମହାପ୍ରଭୁ

ଦିଲ୍ଲୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା। ଗତକାଲି ଟ୍ରାକ୍ଟର ରାଲିରେ ଲାଲକିଲ୍ଲାରେ ଚାଷୀଙ୍କ ବ୍ୟାପକ ହିଂସାକାଣ୍ଡ ପରେ ଦିଲ୍ଲୀ ମହାନଗର ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଲାଲକିଲ୍ଲା ଓ ଜମା ମସଜିଦ ସମେତ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ବ୍ୟାପକ

ଆଉ ୧୩୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୮ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୬୬୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ

ଶ୍ରୀମନ୍ଦିର ସେବାୟତଙ୍କ କରୋନା ଟେଷ୍ଟ

ପୁରୀ: ଆଜି ସେବାୟତଙ୍କର ହେବ କରୋନା ଟେଷ୍ଟ। ସେବାୟତଙ୍କ କୋଭିଡ ଟେଷ୍ଟ କରାଯିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏନେଇ ବିଭିନ୍ନ ନିଯୋଗକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚିଠି ହୋଇଛି। ସକାଳ ୧୦ଟାରୁ କୋଭିଡ୍ ଟେଷ୍ଟ ଆରମ୍ଭ ହୋଇଛି । ଟିକାକରଣ ପାଇଁ ବ୍ୟାପକ

ଗୃହରେ ରଖନ୍ତୁ ଏହି ୫ଜିନିଷ,ରହିବନି ଅର୍ଥ ଅଭାବ…..

ଭୁବନେଶ୍ବର: ଘରେ ଶାନ୍ତି ଓ ସମୃଦ୍ଧି ପାଇଁ ଗୃହ ମଧ୍ୟରେ କିଛି ଏ ପରି ଜିନିଷ ରଖିବା ନିତାନ୍ତ ଆବଶ୍ୟକ ଯାହା ଦ୍ଵାରା ଗୃହରେ ବାସ କରୁଥିବା ଦେବାଦେବୀ ସନ୍ତୁଷ୍ଟ ହୋଇପାରିବେ। ବାସ୍ତୁ ଅନୁସାରେ ଏହି ସବୁ ଜିନିଷ ରଖିବା ଦ୍ୱାରା ଘରେ ଧନ ଦେବୀ ଲକ୍ଷ୍ମୀ ବାସ କରିଥାନ୍ତି । ଧନ ଏବଂ ଅନ୍ନ ସହ

ଭଦ୍ରକରେ ୭୨ତମ ଗଣତନ୍ତ୍ର ଦିବସ ପାଳିତ

ଭଦ୍ରକ : ଆଜି ସାରା ଦେଶ ୭୨ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ଭଦ୍ରକ ଜିଲ୍ଲାରେ ମଧ୍ୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଭଦ୍ରକ ସହରର ନେହେରୁ ଷ୍ଟାଡିୟମ ଠାରେ ୭୨ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି | ଭଦ୍ରକ ଜିଲ୍ଲାପାଳ ଡକ୍ଟର ଜ୍ଞାନ ଦାସ ଜାତୀୟ ପତାକା ଉତ୍ତୋଳନ

ଦିଲ୍ଲୀ ରାଜପଥରେ ଜାତୀୟସ୍ତରୀୟ ପରେଡ୍

ନୂଆଦିଲ୍ଲୀ: ଆଜି ଦେଶ ପାଳୁଛି ୭୨ ତମ ଗଣତନ୍ତ୍ର ଦିବସ । ରାଷ୍ଟ୍ରପତି ରାମନାଥ କୋବିନ୍ଦ୍ ରାଜପଥରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡକୁ ଅଭିବାଦନ ଜଣାଇଛନ୍ତି । ଏବଂ ଏହା ସହ ଦିଲ୍ଲୀ ରାଜପଥରେ ଆରମ୍ଭ ହୋଇଯାଇଛି ସାଧାରଣତନ୍ତ ଦିବସ ପରେଡ। ପ୍ରଧାନମନ୍ତ୍ରୀ ମୋଦି ବୀର ସହିଦଙ୍କୁ