Odia News Portal
Browsing Tag

odisha news

କ୍ୟାନ୍ସର ରୋଗୀଙ୍କୁ ମାଗଣା ସିଟି ସ୍କାନ୍

ଭୁବନେଶ୍ୱର: କ୍ୟାନ୍ସର ରୋଗୀଙ୍କ ପାଇଁ ଆଶ୍ଵସ୍ତି | କ୍ୟାନ୍ସର ରୋଗୀଙ୍କ ପେଟ ସିଟି ସ୍କାନର ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର । ମଙ୍ଗଳବାର ଏହିଭଳି ଏକ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ହାଇକୋର୍ଟ। ନିର୍ଦ୍ଦେଶର କାର୍ଯ୍ୟକାରିତାକୁ ନେଇ ଏକ ସତ୍ୟପାଠ ଦାଖଲ କଲା ପରେ

ପହଞ୍ଚିଲା ଦ୍ୱିତୀୟ ପର୍ଯ୍ୟାୟ ଟିକା

ଭୁବନେଶ୍ୱର: ରାଜଧାନୀରେ ପହଞ୍ଚିଲା ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକା । ସ୍ପାଇସ୍ ଜେଟ୍ ବିମାନ ଯୋଗେ ଆଜି ଭୁବନେଶ୍ୱରରେ ପହଞ୍ଚିଛି ଦ୍ୱିତୀୟ ପର୍ଯ୍ୟାୟ ଟିକା । କଡା ସୁରକ୍ଷା ମଧ୍ୟରେ ରାଜ୍ୟ ଟିକା ଭଣ୍ଡାରକୁ ଟିକା ସ୍ଥାନାନ୍ତର କରାଯାଇଛି । ତେବେ ଆସନ୍ତା ୩ ଦିନ ଭିତରେ ଟିକା ଭଣ୍ଡାରରୁ

ଟିମ୍ ଇଣ୍ଡିଆକୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ବ୍ରିସବେନ୍ ବିଜୟ ପରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ଅଷ୍ଟ୍ରେଲିଆ ବିପକ୍ଷରେ ଭାରତୀୟ ଦଳର ଦମଦାର ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି । ତେବେ ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି,

ଭୁବନେଶ୍ୱରରେ ନୂଆ ସେନା ଉପମୁଖ୍ୟ

ଭୁବନେଶ୍ୱର: ଭୁବନେଶ୍ୱରରେ ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡୀପ୍ରସାଦ ମହାନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ୧୨୦ ବାଟାଲିୟନ ପକ୍ଷରୁ ସ୍ୱାଗତ କରାଯାଇଛି। ସେ ସିଧାସଳଖ୧୨୦ ବାଟାଲିୟନକୁ ଯାଇ ସେଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବେ। ଆସନ୍ତାକାଲି ସୈନିକ ସ୍କୁଲରେ ଏକ

ସରକାରଙ୍କ ଫୋକସରେ ପଶ୍ଚିମ ଓଡ଼ିଶା

ସମ୍ବଲପୁର: ସମ୍ବଲପୁର ଓ ରାଉରକେଲା ଗସ୍ତରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଫାଇଭ ଟି ସଚିବ ଭି.କେ. ପାଣ୍ଡିଆନ୍। ଶ୍ରୀମନ୍ଦିର ଓ ଲିଙ୍ଗରାଜ ମନ୍ଦିର ପରେ ସମଲେଶ୍ୱରୀ ପୀଠର ବିକାଶ ଉପରେ ରହିଛି ରାଜ୍ୟ ସରକାରଙ୍କ ଫୋକସ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏକ

ଭାରତୀୟ ଦଳକୁ ୫ କୋଟିର ପୁରସ୍କାର

ବ୍ରିସବେନ: ବ୍ରିସବେନ ଟେଷ୍ଟରେ ଟିମ୍ ଇଣ୍ଡିଆର ଐତିହାସିକ ବିଜୟ । ଏହା ସହ ଅଷ୍ଟ୍ରେଲିଆର ୩୩ ବର୍ଷର ରେକର୍ଡକୁ ଭାଙ୍ଗିଛି ଭାରତ । ବର୍ଡର ଗାଭାସ୍କର ଟ୍ରଫି ଜିତି ବିଦେଶ ମାଟିରେ ଇତିହାସ ରଚିଛି ଭାରତ । ଋଷଭ ପନ୍ତ ଏବଂ ଶୁଭମାନ ଗିଲଙ୍କ ଦମଦାର ବ୍ୟାଟିଂ ବଳରେ ଗାବା ଟେଷ୍ଟ୍‌କୁ ୪

ବ୍ରିସବେନ ଟେଷ୍ଟରେ ଭାରତର ବାଜିମାତ୍

ବ୍ରିସବେନ: ବ୍ରିସବେନ ଟେଷ୍ଟରେ ଟିମ୍ ଇଣ୍ଡିଆର ଐତିହାସିକ ବିଜୟ । ଏହା ସହ ଅଷ୍ଟ୍ରେଲିଆର ୩୩ ବର୍ଷର ରେକର୍ଡକୁ ଭାଙ୍ଗିଛି ଭାରତ । ବର୍ଡର ଗାଭାସ୍କର ଟ୍ରଫି ଜିତି ବିଦେଶ ମାଟିରେ ଇତିହାସ ରଚିଛି ଭାରତ । ଋଷଭ ପନ୍ତ ଏବଂ ଶୁଭମାନ ଗିଲଙ୍କ ଦମଦାର ବ୍ୟାଟିଂ ବଳରେ ଗାବା ଟେଷ୍ଟ୍‌କୁ ୪

ବାଣୀବିହାର କ୍ୟାମ୍ପସରେ ଛାତ୍ର ଅଶାନ୍ତି

ଭୁବନେଶ୍ୱର: ବାଣୀବିହାରରେ ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ ଘଟଣାରେ ପୋଲିସ କମିସନରଙ୍କୁ ଭେଟିଛନ୍ତି କୁଳପତି । ପ୍ରଫେସର ସବିତା ଆଚାର୍ଯ୍ୟ ପୋଲିସ କମିସନରଙ୍କୁ ଭେଟି ବାଣୀବିହାରରେ ଅଶାନ୍ତ ପରିସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି । ସେପଟେ କୁଳପତିଙ୍କ ଅଫିସ ଆଗରେ

ରାଜଧାନୀରେ ହେବ ଆଉ ଏକ ଫୁଟ୍ ଓଭର ବ୍ରିଜ୍

ଭୁବନେଶ୍ୱର: ରାଜଧାନୀରେ ନିର୍ମାଣ ହେବ ଦ୍ୱିତୀୟ ଫୁଟ ଓଭର ବ୍ରିଜ। ୧୬ନମ୍ବର ଜାତୀୟ ରାଜପଥର ସହିଦନଗର-ସତସଙ୍ଗ ବିହାର ମଧ୍ୟରେ ହେବ ଏହି ଫୁଟ ଓଭର ବ୍ରିଜ। ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଜାତୀୟ ରାଜପଥ ପ୍ରାଧିକରଣର ପ୍ରକଳ୍ପ ନିର୍ଦେଶକଙ୍କ ନିକଟକୁ

ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ

ବଲାଙ୍ଗୀର: ପରମ୍ପରା ଆଗରେ ହାର ମାନିଲା କଟକଣା |ପଡ଼ିଲା ହଜାର ହଜାର ପଶୁପକ୍ଷୀଙ୍କୁ ବଳି|କରୋନା କଟକଣା ମଧ୍ୟରେ ରକ୍ତ ରଞ୍ଜିତ ହେଲା ବଲାଙ୍ଗୀର ଶୁଲିଆ ପୀଠ। ଦେଓଗାଁ ବ୍ଲକ କୁଳିତାପଡା ପଞ୍ଚାୟତର ଖଇରଗୁଡାର ବଡ଼ଖଳା ଓ କୁମୁରିଆର ସାନଖଳାରେ ବଳି ପଡିଛି । ସରକାରଙ୍କ ଗାଇଡ଼ଲାଇନ ଅନୁଯାୟୀ