Odia News Portal
Browsing Tag

odisha news

କାହିଁକି ହୁଏ ଅଶ୍ୱତ୍‌ଥ ବୃକ୍ଷର ପୂଜା?ଜାଣନ୍ତୁ ରହସ୍ୟ…..

ଭୁବନେଶ୍ୱର: ହିନ୍ଦୁଧର୍ମ ଅନୁଯାୟୀ ଅଶ୍ୱତଥ ବୃକ୍ଷକୁ ଅତ୍ୟନ୍ତ ପବିତ୍ର ବୃକ୍ଷ କୁହାଯାଏ। ଏହି ବୃକ୍ଷର ପୂଜାର୍ଚ୍ଚନା ନିମନ୍ତେ ମଧ୍ୟ ପରାମର୍ଶ ଦିଆଯାଇଛି। ଭାରତୀୟ ଧର୍ମ ଶାସ୍ତ୍ରରେ ଏହି ବୃକ୍ଷରେ ସବୁ ଦେବାଦେବୀଙ୍କ ନିବାସ ବୋଲି ବର୍ଣ୍ଣନା ରହିଛି। ଏଣୁ ଅଶ୍ୱତଥ ଗଛ ପାଖ ଆଖରେ ଘର କରି

ଆନ୍ତର୍ଜାତୀୟ ମାନର ହେବ କୋଣାର୍କ ଅଞ୍ଚଳ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବରେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପରେ ଏ ଦିଗରେ କାମ ଚାଲିଛି। ଏହି କାର୍ଯ୍ୟକ୍ରମର ଅଂଶ ଭାବରେ କୋଣାର୍କ ଐତିହ୍ୟ ଅଞ୍ଚଳ ବିକାଶର ଚିଠା ଯୋଜନା ପ୍ରସ୍ତୁତ ହୋଇଛି। କୋଣାର୍କକୁ ପ୍ରତିଦିନ ବିଶ୍ୱର ବିଭିନ୍ନ

ପୂର୍ବତଟ ରେଳପଥକୁ ମନ୍ତ୍ରୀ ଅରୁଣ ସାହୁଙ୍କ ଚିଠି

ନୟାଗଡ଼: ନୟାଗଡ଼କୁ ରେଳ ଚଳାଚଳ କରିବା ପାଇଁ ମନ୍ତ୍ରୀ ତଥା ନୟାଗଡ଼ ବିଧାୟକ ଡ଼ଃ ଅରୁଣ କୁମାର ସାହୁ ପୂର୍ବତଟ ରେଳପଥକୁ ଚିଠି ଲେଖିଛନ୍ତି । କରୋନା ମହାମାରୀ କାରଣରୁ ଗତ ମାର୍ଚ୍ଚ ମାସ ଠାରୁ ନୟାଗଡ଼କୁ ରେଳ ଚଳାଚଳ ବନ୍ଦ ରହିଥିଲା। ବର୍ତ୍ତମାନ ପରିସ୍ଥିତି ସ୍ୱାଭାବିକ ହେବା ସହିତ

ସେରମ୍ ଅଗ୍ନିକାଣ୍ଡରେ ୫ ଜଣଙ୍କ ମୃତ୍ୟୁ

ପୁଣେ: ଆଜି ପୁଣେସ୍ଥିତ ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ‌ରେ ନିଆଁ ଲାଗିଥିଲା। ତେବେ ଏହି ଅଗ୍ନିକାଣ୍ଡରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି | ନିଆଁକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ ବିଭାଗର ପାଖାପାଖି ୧୦ଟି ଗାଡ଼ି ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ୬ ଜଣଙ୍କୁ ଉଦ୍ଧାର କରାଯାଇଥିଲା ।

ସେବାୟତଙ୍କୁ ମାଗଣା ଟିକା ଦେବାକୁ ଅନୁରୋଧ

ପୁରୀ: ଶ୍ରୀମନ୍ଦିର ସେବାୟତଙ୍କୁ ମାଗଣା କୋଭିଡ ଟିକା ଦେବାକୁ ଅନୁରୋଧ । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ଚିଠି ଲେଖି ଅନୁରୋଧ କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ତେବେ ଏହି ଚିଠିରେ ଶ୍ରୀମନ୍ଦିର ସେବାୟତ ଓ ତାଙ୍କ ପରିବାରକୁ ଟିକା ଦେବା ପାଇଁ ଅନୁରୋଧ କରାଯାଇଛି। ବିନା କୋଭିଡ୍ ନେଗେଟିଭ୍

ସୁଶାନ୍ତଙ୍କୁ ଜନ୍ମଦିନରେ ମନେ ପକାଇଲେ ଫ୍ୟାନ୍ସ

ମୁମ୍ବାଇ: ଜାନୁଆରୀ ୨୧ ମାନେ ଆଜି ଏମିତି ଏକ ଫିଲ୍ମ ଷ୍ଟାରର ଜନ୍ମଦିନ , ଯିଏକି ଏବେ ଏହି ଦୁନିଆରେ ଆଉ ନାହାନ୍ତି । ଗତ ବର୍ଷ ଜୁନ୍‌ ୧୪ରେ ନିଜ ଘରେ ଥିବା ଫ୍ୟାନ୍‌ରେ ଝୁଲି ଆତ୍ମହତ୍ୟା କରିଥିଲେ ଏହି ଅଭିନେତା । ଯାହାପରେ ସାରା ବଲିଉଡ଼ରେ ସୃଷ୍ଟି ହୋଇଯାଇଥିଲା ଦୁଃଖର ମାହୋଲ । ସେ

ସେରମ୍‌ ଇନଷ୍ଟିଚ୍ୟୁଟରେ ଅଗ୍ନିକାଣ୍ଡ

ପୁଣେ: ମହାରାଷ୍ଟ୍ରର ପୁଣେରେ ଥିବା ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଇଣ୍ଡିଆର ଟର୍ମିନାଲ ୧ ଗେଟ୍‌ରେ ଅଗ୍ନିକାଣ୍ଡ। ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ତେବେ ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଘଟଣାସ୍ଥଳରେ ଦମକଳବାହିନୀ ପହଞ୍ଚିଥିବା ବେଳେ ନିଆଁ ଲିଭା କାର୍ଯ୍ୟ ଜାରି ରହିଛି।

ମାଟ୍ରିକ ପିଲାଙ୍କୁ ମିଳିବ ‘ପରୀକ୍ଷା ଦର୍ପଣ’

ଭୁବନେଶ୍ୱର: ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାଇଁ ‘ପରୀକ୍ଷା ଦର୍ପଣ’ ବହି ଯୋଗାଇଦେବ ଗଣଶିକ୍ଷା ବିଭାଗ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି । ରାଜ୍ୟର ମୋଟ୍ ୬ ଲକ୍ଷ ୨୦ ହଜାର ୫୦୮ ଜଣ ଛାତ୍ରଛାତ୍ରୀଙ୍କୁ ଏହି ବହି ଯୋଗାଇ ଦିଆଯିବ। ମାଟ୍ରିକ୍ ପରୀକ୍ଷା ପାଇଁ